Posted inଜାତୀୟ

ଗାନ୍ଧୀ ଜୟନ୍ତୀ ପାଇଁ ହଜାରେ ଫୁଟର ଗ୍ରୀଟିଙ୍ଗ୍‌ କାର୍ଡ ତିଆରି କଲେ ଛାତ୍ର

ଫିରୋଜାବାଦ୍‌,୨୯।୯: ଅକ୍ଟୋବର ୨ରେ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଇଁ ଫିରୋଜାବାଦ୍‌ର ୬୦ ଜଣ ଛାତ୍ର ହଜାରେ ଫୁଟ ଲମ୍ବର ଏକ ଗ୍ରୀଟିଙ୍ଗ୍‌ କାର୍ଡ ତିଆରି କରିଛନ୍ତି। ସେମାନେ ୧୦ ଦିନରେ ଏହାକୁ ତିଆରି କରିଛନ୍ତି। କାର୍ଡରେ ବିଭିନ୍ନ ସାମାଜିକ ସଚେତନତା ବାର୍ତ୍ତା ରହିଛି। ଏହାର ଡିଜିଟାଲ ଭର୍ସନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଖକୁ ପଠାଯିବ ବୋଲି ଏହି ପ୍ରକଳ୍ପର ମୁଖ୍ୟ ପ୍ରୋତ୍ସାହକ ପ୍ରବୀଣ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

ମୁହଁରେ ମାସ୍କ, ଆଖିରେ କଳା ଚଷମା… ଚେହେରା ଲୁଚାଇ ଦିଲ୍ଲୀରୁ କୋଲକାତା ଫେରିଲେ ସାୟନୀ ଘୋଷ; ଭିଡିଓ ଭାଇରାଲ

କୋଲକାତା,୧୧।୬: ବଙ୍ଗଳା ବିଧାନସଭା ନିର୍ୱାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ରେ ସୃଷ୍ଟି ହୋଇଥିବା ବିଦ୍ରୋହ ଓ ଦଳଛାଡ଼ିବା ପ୍ରକ୍ରିୟା କ୍ରମାଗତ ଭାବେ…

ନିର୍ଦ୍ବନ୍ଦ୍ବରେ ଜିତିଲେ ଦେବାଶିଷ ସାମନ୍ତରାୟ, ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଦରକାର ପଡ଼ିଲାନି ଭୋଟିଂ

ଭୁବନେଶ୍ବର,୧୧।୬: ରାଜ୍ୟ ସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ । ରାଜ୍ୟ ସଭା ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ଉପନିର୍ବାଚନ ଭୋଟିଂ ଦରକାର ପଡ଼ିଲାନି ।…

ଗର୍ଜିଲା ଭାରତ! ହର୍ମୁଜରେ ଭାରତୀୟ ଜାହାଜ ଉପରେ ଆକ୍ରମଣ ପରେ ଆମେରିକାକୁ ଏମିତି କହିଲା…

ନୂଆଦିଲ୍ଲୀ,୧୧।୬: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଗତ କିଛି ଦିନ ଧରି ଓମାନ ଉପକୂଳରେ ଭାରତୀୟ ନାବିକମାନଙ୍କୁ ନେଇଯାଉଥିବା ଜାହାଜଗୁଡ଼ିକୁ ଟାର୍ଗେଟ କରାଯାଇଛି। ଭାରତର ବୈଦେଶିକ ମନ୍ତ୍ରଣାଳୟ (MEA)…

ଦଳୀୟ କନ୍ଦଳ ମଝିରେ ମମତାଙ୍କୁ ଶତ୍ରୁଘ୍ନ ସିହ୍ନାଙ୍କ ସମର୍ଥନ! ବଡ଼ ପ୍ରତିଜ୍ଞା କରି କହିଲେ…

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ଶତ୍ରୁଘ୍ନ ସିହ୍ନା ଦଳଠୁ ଅଲଗା ହେବା ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି । ଗୁରୁବାର ସେ କହିଛନ୍ତି ଯେ ମମତା…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

କଂଗ୍ରେସରେ ବିଲୟ ହେବାକୁ ଯାଉଛି କି ଟିଏମସି? ଘଣ୍ଟା ଘଣ୍ଟା ବୈଠକ ପରେ କ’ଣ ନିଆଗଲା ନିଷ୍ପତ୍ତି ଜାଣନ୍ତୁ

କୋଲକାତା,୧୧।୬: ଦିଲ୍ଲୀରେ କଂଗ୍ରେସ ଦଳର ଏକ ପ୍ରମୁଖ ବୈଠକ ଶେଷ ହୋଇଛି; ରାହୁଲ ଗାନ୍ଧୀଙ୍କ ସମେତ ଅନେକ ବରିଷ୍ଠ ନେତା ଏଥିରେ ଉପସ୍ଥିତ ଥିଲେ। ବୈଠକ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri