Posted inଜାତୀୟ

ଗାନ୍ଧୀ ନଗର ଲୋକ ସଭା ଆସନରେ ଶାହ ବିଜୟୀ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୩ା୫: ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି ରଣନୀତି ପ୍ରସ୍ତୁତ କରି ସଫଳତା ହାସଲ କରିଥିଲେ। ୨୦୧୯ରେ ସେ ସଙ୍ଗଠନକୁ ଦୃଢ଼କରି ବିଜୟୀ ମେଣ୍ଟ ପ୍ରସ୍ତୁତ କରିବା ସହ ଦଳ ଓ ଭୋଟରଙ୍କ ମଧ୍ୟରେ ଥିବା ଦୂରତ୍ୱକୁ ହଟାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ପ୍ରଥମ ଥର ଲୋକ ସଭା ଆସନରେ ଲଢି ସେ ଗାନ୍ଧୀ ନଗରରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଥିବାବେଳେ ମୋଦି ସରକାରରେ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ମିଳିପାରେ ବୋଲି କୁହାଯାଉଛି। ମୋଦି ଗୁଜରାଟରେ ମୁଖ୍ୟମନ୍ତ୍ରୀ ଥିବାବେଳେ ଶାହଙ୍କୁ ଗୃହ ମନ୍ତ୍ରଣାଳୟ ମିଳିଥିଲା। ଏଥର କେନ୍ଦ୍ରରେ ମଧ୍ୟ ଅନୁରୂପ ମନ୍ତ୍ରଣାଳୟ ତାଙ୍କୁ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri