ଗାର୍ଲଫ୍ରେଣ୍ଡ୍‌ଙ୍କ ସହ ଭାଣିଜୀକୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଭାଇଜାନ୍‌

ମୁମ୍ବାଇ: ବଲିଉଡ୍‌ର ଭାଇଜାନ୍‌ ସଲମାନ୍‌ ଖାଁ ଡିସେମ୍ବର ୨୭ ଅର୍ଥାତ ଶୁକ୍ରବାର ଦ୍ୱିତୀୟ ଥର ମାମୁ ହୋଇଛନ୍ତି। ଭାଇଜାନ୍‌ ତାଙ୍କ ଜନ୍ମଦିନରେ ହିଁ ଏହି ସୌଭାଗ୍ୟ ପୁଣି ଥରେ ଅର୍ଜନ କରିଛନ୍ତି। ସେ ତାଙ୍କ ଗାର୍ଲଫ୍ରେଣ୍ଡ ୟୁଲିଆ ବନ୍ତୁରଙ୍କ ସହିତ ଭାଣିଜୀକୁ ଦେଖିବା ପାଇଁ ମୁମ୍ବାଇସ୍ଥିତ ହିନ୍ଦୁଜା ହସ୍ପିଟାଲରେ ପହଞ୍ଚିଛନ୍ତି। ହସ୍ପିଟାଲରେ ପହଞ୍ଚି କହିଛନ୍ତି, ଆମ ପରିବାରକୁ ନୂଆ ସଦସ୍ୟ ଆସିଲା।

ସଲମାନ୍‌ ଟୁଇଟର୍‌ ଜରିଆରେ ପ୍ରଶଂସକମାନଙ୍କୁ ଜଣାଇଛନ୍ତି, ସେ ଦ୍ୱିତୀୟ ଥର ମାମୁ ହୋଇଗଲେ। ସେ ଲେଖିଛନ୍ତି, ଏହି ସୁନ୍ଦର ଦୁନିଆରେ ତୁମକୁ ସ୍ବାଗତ ଆୟତ୍‌। ମୋ ଜନ୍ମଦିନରେ ଅର୍ପିତା ଏବଂ ଆୟୁଷ ଏତେ ବଢ଼ିଆ ଉପହାର ଦେଇଥିବାରୁ ଧନ୍ୟବାଦ। ସେ କହିଛନ୍ତି, ତାଙ୍କ ବାପା ସଲିମ୍‌ ଭାଣିଜୀର ନାଁ ଆୟତ ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ତାଙ୍କର ଯଦି ଝିଅ ହୁଏ ସେ ବି ତା’ ନାଁ ଆୟତ୍‌ ରଖିବେ।

https://www.instagram.com/p/B6k6MihF3Vl/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଭାଇରାଲ, ହଠାତ ଚମକିଲେ ଐଶ୍ୱର୍ଯ୍ୟା, ଆରାଧ୍ୟାଙ୍କୁ ମିସ୍‌ କଲେ ପ୍ରଶଂସକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଦୀର୍ଘ ଦିନ ଧରି ବଡ଼ ପରଦାରୁ ଦୂରେଇ ରହିଥିଲେ ମଧ୍ୟ ସେ ସର୍ବଦା ଚର୍ଚ୍ଚାରେ ରୁହନ୍ତି। ନିକଟରେ ଶନିବାର…

ପଡ଼ିଆରେ କ୍ରିକେଟ୍‌ ଖେଳୁଥିଲେ ଏଆର୍‌ଆଇ, ହଠାତ୍‌ ଛାତିରେ ହେଲା ଯନ୍ତ୍ରଣା, ଆଉ ତା’ ପରେ…

ଗୁଣପୁର,୨୭ା୯(ସଙ୍କେତ ପାତ୍ର): ରାୟଗଡ଼ାରେ କ୍ରିକେଟ ଖେଳୁଥିବା ସମୟରେ ହଠାତ୍‌ ଛାତି ଯନ୍ତ୍ରଣା ହେବା ପରେ ଅଚେତ ହୋଇପଡ଼ି ଗୁଣପୁରରେ କାର୍ଯ୍ୟରତ ଏଆର୍‌ଆଇ ପି. ରାଜେଶଙ୍କ ଅକାଳ ବିୟୋଗ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ। ଫଳରେ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?