ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ

ଜୟପୁର,୨୯।୧୨(ଡି.ଏନ୍‌.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍‌ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ ଚର୍ଚ୍ଚାରେ ରହି ଆସିଛନ୍ତି। ଅନେକ ସମୟରେ ଡିଜେର ତାଳେ ତାଳେ ସେ ମଞ୍ଚ ଦୁଲୁକାଇ ନିଅନ୍ତି ତ ଆଉ କେବେ ବିଧାନସଭାର ପୋଡିୟମକୁ ଚଢିଯାଆନ୍ତି । ଏବେ ତାରା ତାଙ୍କ କ୍ୟାରିୟରରେ ଆଉ ଏକ ଫର୍ଦ୍ଦ ଯୋଡ଼ି ସିଙ୍ଗର(ଗାୟକ) ହେବାକୁ ଯାଉଛନ୍ତି । ରାଜ୍ୟରେ ଦୈନନ୍ଦିନ ଘଟୁଥିବା ଅସାମାଜିକ ବ୍ୟବସ୍ଥାକୁ ନେଇ ‘ଛିଛି’ ସଙ୍ଗୀତ ମାଧ୍ୟମରେ ସରକାରଙ୍କୁ ଟାର୍ଗେଟ କରିବେ ତାରା। ଖୁବଶୀଘ୍ର ଷ୍ଟୁଡିଓରେ ଗୀତ ରେକର୍ଡିଂ ହେବାକୁ ଯାଉଛି । ଏହି ଗୀତ ବି ଧୁମ୍‌ ମଚାଇବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ଦିନ ଆସିବ ସୁଭଦ୍ରା ଟଙ୍କା

କାକଟପୁର/ଅସ୍ତରଙ୍ଗ,୧୭।୨ (ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ମହିଳାଙ୍କ ପାଇଁ ଖୁସି ଖବର । ଆସନ୍ତା ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା…

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri