Posted inଜାତୀୟ

ଗିରଫ ହେଲେ ଆଇଏସ୍‌ଆଇ ଏଜେଣ୍ଟ

ବାରାଣସୀ,୨୦।୧: ଉତ୍ତରପ୍ରଦେଶର ଆଣ୍ଟି ଟେରର ସ୍କ୍ବାଡ(ଏଟିଏସ୍‌)ସେନା ଇଣ୍ଟଲିଜେନ୍ସର ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ବାଚନ ଆସନ ବାରାଣସୀରୁ ଜଣେ ଆଇଏସ୍‌ଆଇ ଏଜେଣ୍ଟଙ୍କୁ ସୋମବାର ଗିରଫ କରିଛି। ରଶିଦ ଅହମ୍ମଦ ନାମକ ୨୩ ବର୍ଷୀୟ ଯୁବକ ଛିତୁପୁରରେ ରହୁଥିବା ବେଳେ ଜଣଙ୍କ ସେନା ସହ ସିଆର୍‌ପିଏଫ୍‌ ଶିବିରର ଫଟୋ ଓ ଭିଡିଓ ନିଜ ମୋବାଇଲ ମାଧ୍ୟମରେ ପାକିସ୍ତାନ ପଠାଉଥିବା ଜଣାପଡିଛି। ପୋଷ୍ଟର ଓ ବ୍ୟାନର ଲଗାଇ ସେ ତାଙ୍କ ଗୁଜରାଣ ମେଣ୍ଟାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri