ଗୁଆ ଶରୀର ପାଇଁ କ୍ଷତିକାରକ

ଜର୍ନାଲ ଅଫ୍‌ ଦ ଆମେରିକାନ୍‌ ଡେଣ୍ଟାଲ ଆସୋସିଏଶନର ରିପୋର୍ଟ ଅନୁଯାୟୀ ଗୁଆ ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ମୁଖ ଗହ୍ବର କର୍କଟ ରୋଗ ହୋଇଥାଏ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ବି କହିଛି ଗୁଆରେ ରହିଛି କ୍ୟାନସର ସୃଷ୍ଟି କରୁଥିବା ପଦାର୍ଥ।
-କିଛିଦିନ ଧରି ଲଗାତାର କୁଆ ଖାଇଲେ ଏହା ପାଟିରେ ଷ୍ଟିଫନେସ୍‌ ବୃଦ୍ଧି କରିବା ସହ ମାଢିର କାର୍ଯ୍ୟକ୍ଷମତାକୁ କମାଇ ଦେଇଥାଏ।
-ଏହାକୁ ବାରମ୍ବାର ଚୋପାଇ ଖାଇଲେ ପାଟି ଦୁର୍ଗନ୍ଧ ହେବା ସହ ଏହା ଦାନ୍ତକୁ ଗାଢ ଲାଲ୍‌ ବା କଳାରଙ୍ଗ କରି ଦେଇଥାଏ।
-ଆମେରିକାନ୍‌ ସୋସାଇଟି ଫର୍‌ କ୍ଲିନିକାଲ ନ୍ୟୁଟେଶନର ସୂଚନା ଅନୁଯାୟୀ, ଗୁଆ ହୃଦରୋଗ ଓ ମେଦବହୁଳତା ଭଳି ସମସ୍ୟାକୁ ବଢାଇ ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri