Posted inଜାତୀୟ

ଗୁଜରାଟ ଦଙ୍ଗା: ବିଲ୍‌କିସ୍‌ ବାନୋଙ୍କୁ ୨ ସପ୍ତାହ ମଧ୍ୟରେ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୦।୯: ଗୁଜରାଟରେ ୨୦୦୨ରେ ହୋଇଥିବା ଦଙ୍ଗାରେ ୨୧ ବର୍ଷ ବୟସ୍କା ବିଲ୍‌କିସ୍‌ ବାନୋଙ୍କୁ ଗଣବଳାତ୍କାର କରାଯିବା ସହିତ ତାଙ୍କର ୩ ବର୍ଷର ଶିଶୁ କନ୍ୟାଙ୍କୁ ହତ୍ୟା କରାଯାଇଥିଲା। ଏନେଇ ସୁପ୍ରିମ୍‌କୋର୍ଟ ରାଜ୍ୟ ସରକାରଙ୍କୁ ୨ ସପ୍ତାହ ମଧ୍ୟରେ ୫୦ ଲକ୍ଷ ଟଙ୍କା ଏବଂ ବାସଗୃହ ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଚଳିତ ବର୍ଷ ଏପ୍ରିଲ୍‌ ୨୩ରେ ସର୍ବୋଚ୍ଚ ନ୍ୟାୟାଳୟ ବିଲ୍‌କିସ୍‌ ବାନୋଙ୍କୁ ଏସବୁ କ୍ଷତିପୂରଣ ଦେବାକୁ ରାଜ୍ୟ ସରକାରଙ୍କୁ କହିଥିଲେ। ତେବେ ରାଜ୍ୟ ସରକାର ଏପରି ନ କରିବାରୁ ବିଲ୍‌କିସ୍‌ ପୁଣି ସୁପ୍ରିମ୍‌କୋର୍ଟର ଆଶ୍ରୟ ନେଇଥିଲେ। ଏହାର ବିଚାର କରି ଅଦାଲତ ଏପରି ନିର୍ଦ୍ଦେଶ ଜାରି କରିଛନ୍ତି। ଗୋଧ୍ରା ଦଙ୍ଗା ସମୟରେ ବିଲ୍‌କିସ୍‌ଙ୍କ ଉପରେ ଏଭଳି ଅତ୍ୟାଚାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri