Posted inଜାତୀୟ

ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜମି ଦେଲା ପାକିସ୍ତାନ

ନୂଆଦିଲ୍ଲୀ,୧୮-୧୦:ଗୁଜରାଟ ସୀମାରେ ଚାଇନାକୁ ୫୫ ବର୍ଗ କି.ମି. ଜାଗା ଦେଇ ଭାରତର ଚିନ୍ତା ବଢ଼ାଇଦେଇଛି ପାକିସ୍ତାନ। ଗୁଜରାଟ ସୀମାନ୍ତ ହାରାମି ନାଲାରେ ଚାଇନାର ଏକ କମ୍ପାନୀକୁ ଉକ୍ତ ଜମି ଲିଜ୍‌ ସୂତ୍ରରେ ଦେଇଥିବା ଜଣାପଡ଼ିଛି। ଗୁଜରାଟ ସୀମାର ସାର୍‌ କ୍ରିକ୍‌ ଅଞ୍ଚଳ ନିକଟରେ ରହିଛି ୨୨ କି.ମି. ବିସ୍ତୃତ ହରାମି ନାଲା। ସେଠାରୁ ମାତ୍ର ୧୦ କି.ମି. ଦୂରରେ ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ରେଖା (ଆଇବି) ସଂଲଗ୍ନ ୫୫ ବର୍ଗ କି.ମି. ଜମିକୁ ଚାଇନାର ଏକ କମ୍ପାନୀକୁ ପାକିସ୍ତାନ ଦେଇଛି। ଉକ୍ତ କମ୍ପାନୀ ସେଠାରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛି। ଉକ୍ତ ଅଞ୍ଚଳରେ ଚାଇନା କମ୍ପାନୀର ଉପସ୍ଥିତି ଭାରତ ପାଇଁ ସୁରକ୍ଷା ଦୃଷ୍ଟିରୁ ଚିନ୍ତାର ବିଷୟ ବୋଲି କୁହାଯାଉଛି। ହାରାମି ନାଲା ହେଉଛି ଏକ ଅନୁପ୍ରବେଶପ୍ରବଣ ଅଞ୍ଚଳ। ଇସ୍‌ଲାମାବାଦ ଏହି ପଥ ଦେଇ ଆତଙ୍କବାଦୀଙ୍କୁ କଚ୍ଛ ଅଞ୍ଚଳକୁ ଅନୁପ୍ରବେଶ ଉଦ୍ୟମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ବଗିଚାରୁ ମିଳିଲା ଗର୍ଭବତୀ ପ୍ରେମିକାଙ୍କ ମୃତଦେହ, ୨ ପ୍ରେମିକ ଗିରଫ

କାନପୁର,୧୭।୮: ଉତ୍ତରପ୍ରଦେଶ କାନପୁରର ଘଟମପୁରରେ ଜଣେ ଗର୍ଭବତୀ ଯୁବତୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଏକ ଆମ୍ବ ବଗିଚାରେ ପଡ଼ିଥିବା ଦେଖିବାକୁ ମିଳିଥିଲା। ମହିଳାଙ୍କ ପରିବାର ଯୁବତୀଙ୍କ…

ତେଜୁଛି ବନ୍ୟା ରାଜନୀତି; ‘ଇନ୍ଦ୍ରଙ୍କ ସହ କଥା ହେଉଥିଲେ କି ନବୀନ’, ପଚାରିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର,୧୭ା୮: ରାଜ୍ୟର ଅନେକ ସ୍ଥାନରେ ଲଗାଣ ବର୍ଷା ସାଙ୍ଗକୁ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଏହାକୁ ନେଇ ରାଜନୀତି ମଧ୍ୟ ସରଗରମ ହୋଇଛି । ସହରାଞ୍ଚଳରେ କୃତ୍ରିମ…

ବକେୟା ବିଲ୍ ପୈଠ କଲାନି ପଞ୍ଚାୟତ; ବିଦ୍ୟୁତ କାଟିଲା ବିଭାଗ, ରାଶନ ହିତାଧିକାରୀ ହନ୍ତସନ୍ତ

ମୋହନା,୧୭ା୮( ମନ୍ମଥ ମିଶ୍ର ): ବିଦ୍ୟୁତ ବକେୟା ପାଇଁ ପଞ୍ଚାୟତର ବିଦ୍ୟୁତ ସଂଯୋଗ କାଟିଲା ବିଦ୍ୟୁତ ବିଭାଗ । ଆଉ ବିଦ୍ୟୁତ ନଥିବାରୁ ଠପ୍‌ ହୋଇଗଲା ରାଶନ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ…

ପ୍ରେମିକାଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି କୁଆଡେ ଗଲେ ପ୍ରେମିକ? ଲିଭ ଇନ ରିଲେଶନର କରୁଣ ଚିତ୍ର…

ହାଇଦ୍ରାବାଦ,୧୭।୮: ୧୬ ଅଗଷ୍ଟ ରାତିରେ, ହାଇଦ୍ରାବାଦର ବାଲାପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଶାହିନ ନଗରର ବିସମିଲ୍ଲାହ କଲୋନି ଅଞ୍ଚଳରେ ଜଣେ ୨୧ ବର୍ଷୀୟା ମହିଳାଙ୍କୁ ତାଙ୍କ…

ସ୍ବେରେଜ କାମବେଳେ ମିଳିଲା ୯ ମିଲିୟନ ୟୁରୋର ଗୁପ୍ତଧନ

ବ୍ରସେଲ୍ସ,୧୭।୮: ବେଲଜିୟମ୍‌ରେ ଶ୍ରମିକମାନେ ଏକ ସ୍ବେରେଜ ଲାଇନ୍‌ ଖୋଳୁଥିବା ସମୟରେ ବିପୁଳ ପରିମାଣର ସୁନା ବିସ୍କୁଟ ଏବଂ ଦୁର୍ଲଭ ମୁଦ୍ରା ପାଇଛନ୍ତି। ବ୍ରସେଲ୍ସଠାରୁ ପ୍ରାୟ ୩୦ କିଲୋମିଟର…

ହୀରାକୁଦ ଜଳଭଣ୍ଡାରରେ ବଢୁଛି ବନ୍ୟାଜଳ ପରିମାଣ, ପୁଣି ଖୋଲିଲା ୫ ଗେଟ୍‌, ଜଳସ୍ତର ରହିଛି…

ସମ୍ବଲପୁର,୧୭ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri