Posted inଜାତୀୟ

ଗୁଜରାଟରେ ଭୂକମ୍ପ

ନୂଆଦିଲ୍ଲୀ,୧୪ା୬-ଗୁଜରାଟର ରାଜକୋଟ ନିକଟରେ ରବିବାର ରାତି ୮ଟା ୧୩ ମିନିଟ ସମୟରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୫.୫ ଥିଲା ବୋଲି ନ୍ୟାଶନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି (ଏନ୍‌ସିଏସ୍‌) ପକ୍ଷରୁ କୁହାଯାଇଛି। ଏହାର କେନ୍ଦ୍ରସ୍ଥଳ ରାଜକୋଟଠାରୁ ଉତ୍ତର ଓ ଉତ୍ତରପଶ୍ଚିମ ଦିଗରେ ୧୧୮ କିଲୋମିଟର ଦୂରରେ ଅବସ୍ଥିତ। ଭୂକମ୍ପଜନିତ କ୍ଷୟକ୍ଷତି କିମ୍ବା ମୃତାହତ ସମ୍ପର୍କରେ ଜଣାପଡ଼ିନାହିଁ। ଗୁଜରାଟ ଭୂକମ୍ପର ୩୦ ମିନିଟ ପରେ ଜମ୍ମୁ-କଶ୍ମୀରର କଟ୍ରା ଅଞ୍ଚଳରେ ୨.୯ ତୀବ୍ରତାର କମ୍ପନ ଅନୁଭୂତ ହୋଇଥିଲା।
ସୂଚନାଯୋଗ୍ୟ ଗତ ଦୁଇମାସ ମଧ୍ୟରେ ଦିଲ୍ଲୀ ଓ ଏହାର ଆଖାପାଖ ଅଞ୍ଚଳରେ ୧୪ ଥର ଭୂକମ୍ପ ହେଲାଣି। ହରିୟାଣାର ରୋହତକ୍‌ରେ ସର୍ବାଧିକ ୪.୫ ତୀବ୍ରତାର କମ୍ପନ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିପିଏଲ୍‌ଏଫ୍‌,ସିଆର୍‌ପି ନିଯୁକ୍ତିରେ ଅନିୟମିତତା ଅଭିଯୋଗ: ଗୋଟିଏ ଏସ୍‌ଏଚ୍‌ଜିର ୨ ସଦସ୍ୟାଙ୍କୁ ନିଯୁକ୍ତି ନେଇ ଉଠିଲା ପ୍ରଶ୍ନ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତରେ ଜିପିଏଲ୍‌ଏଫ୍‌ ଓ ସିଆର୍‌ପି ମେମ୍ବର ନିଯୁକ୍ତିରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ନଅଗାଁ(ଖ) ଗ୍ରାମର…

ଚିନି ଦର ବଢିବା ପ୍ରଶ୍ନରେ ହସିଲେ କୃଷିମନ୍ତ୍ରୀ ଶିବରାଜ, କହିଲେ ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ଦେଶର ବିଭିନ୍ନ ସ୍ଥାନରେ ଚିନି ଦର ବଢ଼ିବାକୁ ନେଇ ଚିନ୍ତା ବଢ଼ିଛି। ବିଶେଷକରି ରକ୍ଷାବନ୍ଧନ ପର୍ବ ପୂର୍ବରୁ ଚିନିର ଦର ବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ…

ବଢ଼ିଲା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ଅଡୁଆ, ହାଇକୋର୍ଟ ଦେଲେ ଏହି ନିର୍ଦ୍ଦେଶ

କଟକ,୨୫।୮(ପ୍ରଭୁକଲ୍ୟାଣ ପାଲ୍): କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ପାଇଁ ବଢ଼ିଲା ଅଡୁଆ । ନିମ୍ନ ଅଦାଲତରେ ବାରମ୍ବାର ସମୟ ନେଇ ହାଜର ନହେବାରୁ ହାଇକୋର୍ଟ ବିରକ୍ତ ପ୍ରକାଶ କରି…

LPG ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌: ଶୀଘ୍ର କରନ୍ତୁ ଏହି କାମ, ନହେଲେ ବନ୍ଦ ହୋଇଯିବ ଗ୍ୟାସ ସପ୍ଲାଏ!

ନୂଆଦିଲ୍ଲୀ,୨୫।୮: ଘରେ LPG ଗ୍ୟାସ କନେକ୍ସନ ଥିଲେ ଆପଣଙ୍କ ପାଇଁ ରହିଛି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଖବର। ପ୍ରଥମେ, LPG e-KYC କରିବାର ଶେଷ ତାରିଖକୁ ତେଲ କମ୍ପାନୀଗୁଡ଼ିକ…

ମଣିଷ ମସ୍ତିଷ୍କ କୋଷରେ ଚାଲିବ ସୁପର କମ୍ପ୍ୟୁଟର: ତିଆରିହେଲା ବିଶ୍ୱର ପ୍ରଥମ ‘ଜୀବନ୍ତ ସୁପର କମ୍ପ୍ୟୁଟର’

ସିଙ୍ଗାପୁର,୨୫ା୮:କମ୍ପ୍ୟୁଟର ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) କ୍ଷେତ୍ରରେ ବିଜ୍ଞାନ ପ୍ରକୃତରେ ଏକ ଚମତ୍କାର କରି ଦେଖାଇଛି। ଏଣିକି କେବଳ ସିଲିକନ୍‌ ଚିପ୍‌ ନୁହେଁ, ବରଂ ମଣିଷ ମସ୍ତିଷ୍କର…

ଗୋରଙ୍କ ବୟାନକୁ ନେଇ ହଇଚଇ, ମୋଦି-ଟ୍ରମ୍ପ୍‌ ପ୍ରେସ୍‌ମିଟ୍‌ରେ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ନ ରଖିବାକୁ ଭାରତ…

ନୂଆଦିଲ୍ଲୀ,୨୫ା୮: ଫ୍ରାନ୍ସରେ ଜି୭ ସମିଟ୍‌ ଅବସରରେ ଗତ ଜୁନ୍‌ ୧୭ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୈଠକ ହୋଇଥିଲା। ଏହା ପରେ…

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଚିନି ଦର ବଢ଼ିବା ଭିତରେ ସରକାର ନେଲେ ବଡ଼ ନିଷ୍ପତ୍ତି, ୨ ମାସ ଭିତରେ…

ନୂଆଦିଲ୍ଲୀ,୨୫ା୮: ଦେଶରେ ଚିନିର ବଢ଼ୁଥିବା ଦର ଉପରେ ଲଗାମ ଲଗାଇବାକୁ କେନ୍ଦ୍ର ସରକାର ଆମଦାନୀ ସମ୍ପର୍କିତ ନିୟମକୁ ଆହୁରି କଡ଼ା କରିଛନ୍ତି । ଏବେ ଟାରିଫ୍ ରେଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri