ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର ଟିମ୍‌ ଚଢ଼ାଉ କରିବା ସହ ପ୍ରାୟ ୨୦ଲକ୍ଷ ଟଙ୍କାର ଗୁଟ୍‌ଖା ନିର୍ମାଣ ପାଇଁ କଞ୍ଚାମାଲ, ମେଶିନ ଓ ଯନ୍ତ୍ରାଂଶ ଜବତ କରିଛି। କାରଖାନା ମାଲିକ ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ସମେତ ନିୟୋଜିତ ୪ଶ୍ରମିକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ସୋମବାର ସନ୍ଧ୍ୟାର କୋର୍ଟ ଚାଲାଣ କରାଯାଇଛି ବୋଲି ଏସ୍‌ଡିପିଓ ପ୍ରଧାନ କହିଛନ୍ତି। ହିଞ୍ଜିଳି ଥାନାରେ ନଂ. ୧୬୧/୨୦ରେ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri