ଗୁଡ ବାୟ କହିବା ଏତେ ସହଜ ନୁହେଁ: ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନୁଷ୍କା ଶର୍ମା ଓ ଭାରତୀୟ କ୍ରିକେଟ ଦଳର କ୍ୟାପଟେନ୍‌ ବିରାଟ କୋହଲିଙ୍କ ଯୋଡି ଅଧିକାଂଶ ସମୟରେ ଥାଆନ୍ତି ଚର୍ଚ୍ଚାରେ। ବିବାହ ପରେ ଅନୁଷ୍କା ଏକ ପ୍ରକାର ଅଭିନୟଠାରୁ ଦୂରେଇ ରହିଥିବା ବେଳେ ସେ ବିରାଟଙ୍କ ସହ କ୍ୱାଲିଟି ଟାଇମ୍‌ ସ୍ପେଣ୍ଡ କରୁଛନ୍ତି ବୋଲି କୁହାଯାଏ। ଅନେକ ସମୟରେ ଅନୁଷ୍କା ବିରାଟଙ୍କ ସହ ବିଦେଶ ଭ୍ରମଣ କରୁଥିଲେ ବି କେବେ କେବେ ଯାଇ ପାରନ୍ତି ନାହିଁ। ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଏହି ନାୟିକା ନିକଟରେ ଏମିତି ଏକ ପୋଷ୍ଟ କରିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ଅନୁଷ୍କା ଲେଖିଛନ୍ତି ସମୟ ସହ ତାଳ ଦେଇ ଗୁଡବାୟ କହିବା ଆପଣମାନେ ଭାବୁଥିବେ ସହଜ କଥା। ହେଲେ ଏହା ଏତେଟା ସହଜ ନୁହେଁ ବୋଲି ସେ କହିଛନ୍ତି। ଅବଶ୍ୟ ଏମିତି କେବେ ହୋଇନି ବୋଲି ବି ସେ ଲେଖିଛନ୍ତି। ଅର୍ଥାତ୍‌ କେବେ କେବେ ବିରାଟଙ୍କଠାରୁ ଦୂରରେ ରହିବା ତାଙ୍କୁ କଷ୍ଟ ଦିଏ ବୋଲି ସେ ପରୋକ୍ଷରେ କହିଛନ୍ତି ବୋଲି କୁହାଯାଉଛି। ଏହି ମେସେଜ୍‌ ସହ ସେ ଯେଉଁ ଫଟୋ ଶେୟାର କରିଛନ୍ତି ତାହା ମଧ୍ୟ ଅନେକଙ୍କୁ ପସନ୍ଦ ଆସିଛି। କାରଣ ମାତ୍ର କେଇ ଘଣ୍ଟା ମଧ୍ୟରେ ପାଖାପାଖି ୧୭ ଲକ୍ଷ ୟୁଜର୍ସ ଏହାକୁ ଲାଇକ୍‌ କରିବା ସହ ଶେୟାର ମଧ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବସ୍‌ ମାଲିକ ସଂଘର ବଡ଼ ଚେତାବନୀ, ସରକାର ନ ଶୁଣିଲେ ଗଡ଼ିବନି…

ଭୁବନେଶ୍ୱର,୩୦।୫: ରାଜ୍ୟ ସରକାରଙ୍କୁ ୧୦ ଦିନର ଅଲଟିମେଟମ୍ ଦେଇଛି ଘରୋଇ ବସ୍‌ ମାଲିକ ସଂଘ। ଭଡ଼ା ବୃଦ୍ଧି ସମ୍ପର୍କିତ ଦାବି ପୂରଣ ନ ହେଲେ ବସ୍‌ ଚଳାଚଳ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri