ଗୁଡ଼ି ସୂତାରେ ଯୁବକଙ୍କ ଗଳା କଟିଲା

କଟକ ଅଫିସ, ୧୭ା୧୨: କଟକ ସହରରେ ପ୍ରଶାସନ ପକ୍ଷରୁ କିଛିବର୍ଷ ହେବ ମାଞ୍ଜାସୂତା ଉପରେ କଟକଣା ଲଗାଯାଇଛି। ହେଲେ ଏହି କଟକଣାକୁ ଲୋକେ ମାନୁ ନାହାନ୍ତି। ଖୁଲମଖୁଲା ମାଞ୍ଜାସୂତାରେ ଗୁଡ଼ି ଉଡ଼ା ଚାଲିଛି। ଫଳରେ ଲୋକେ ମାଞ୍ଜାସୂତାର ଶିକାର ହେଉଛନ୍ତି। ମଙ୍ଗଳବାର ଜଗତପୁର ବଜାରରେ ଗୁଡ଼ି ମାଞ୍ଜାସୂତାରେ ଜଣେ ଯୁବକଙ୍କ ଗଳା କଟିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ଏସ୍‌ସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଯୁବକ ଜଣକ ହେଉଛନ୍ତି ଯାଜପୁର ଜିଲା ଛତିଆ ଅଞ୍ଚଳର ମନୋଜ ସାହୁ। ମନୋଜ ଜଗତପୁରରୁ କଟକ ଅଭିମୁଖେ ଆସୁଥିଲେ। ଏହି ସମୟରେ ପାଖରେ ଉଡୁଥିବା ଏକ ଗୁଡ଼ିିର ମାଞ୍ଜାସୂତା ତାଙ୍କ ବେକରେ ଲାଗିଯାଇଥିଲା। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ମେଡିକାଲ ନେଇଯାଇଥିଲେ। ଅନ୍ୟପଟେ ମାଞ୍ଜାସୂତା ବିକିବା ବେଆଇନ ହୋଇଥିଲେ ମଧ୍ୟ ସହରରେ ବେଧଡ଼କ ବିକ୍ରି ଚାଲିଛି। ପ୍ରଶାସନ ପକ୍ଷରୁ ଚଢ଼ାଉ ହେଉ ନ ଥିବାରୁ ବ୍ୟବସାୟୀ ଏହାର ଫାଇଦା ଉଠାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri