ଗୁଡ଼୍‌ଭେଲାରେ କାଳବୈଶାଖୀ: ଉଡ଼ିଗଲା ଛପର, ଭାଙ୍ଗିଲା ଗାଈ ଗୁହାଳ; ବିଦ୍ୟୁତ୍‌ ସରବରାହ ବ୍ୟାହତ

ଗୁଡ଼୍‌ଭେଲା,୨୫।୪(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସମସ୍ତଙ୍କ ଉପରେ ଦାଉ ସାଧୁଥିବାବେଳେ କାଳବୈଶାଖୀ ଲୋକଙ୍କ କଷ୍ଟ ଆହୁରି ବଢ଼ାଇଦେଇଛି। ଶୁକ୍ରବାର ହୋଇଥିବା କାଳବୈଶାଖୀରେ ବଲାଙ୍ଗୀର ଜିଲା ଗୁଡ଼୍‌ଭେଲା ବ୍ଲକର ବିଭିନ୍ନ ସ୍ଥାନରେ ଅନେକ ଚାଳ ଘର ଓ ଆଳବେଷ୍ଟସ ଘରଗୁଡିକର ଛପର ଉଡ଼ିଯାଇଥିବା ବେଳେ ବଡ଼ ବଡ଼ ଗଛ ଭାଙ୍ଗିଯାଇଛି। ଏପରିକି ଜାମୁଟ ଗ୍ରାମର ଆକାର କର୍ମୀଙ୍କ ଗାଈ ଗୁହାଳ ଭାଙ୍ଗି ଯାଇଛି । ଅନ୍ୟ ପକ୍ଷରେ ରବି ଧାନ ଫସଳ, ପନିପରିବା, ଆମ୍ବ, ମହୁଳ ଫୁଲ କ୍ଷତିଗ୍ରସ୍ତ ହୋଇଛି । ଏଥିସହ ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ଦୁର୍ବ୍ୟବହାର ଅଭିଯୋଗରେ ତାତିଲେ ଲୋକେ, ପିଇଓ-ଆରଆଇଙ୍କୁ ତାଲା ପକାଇ…

ପାଟଣା,୯।୪(ବୀର କିଶୋର ଦାଶ): କାଳବୈଶାଖି କ୍ଷତିଗ୍ରସ୍ତ ଲୋକଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ଓ ହିତାଧିକାରୀଙ୍କୁ ଆରଆଇଙ୍କ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ତେବେ ଗୁରୁବାର ପାଟଣା ବ୍ଲକ ବଡ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri