ଗୁଣୁପୁର-ରାଉରକେଲା ଏକ୍ସପ୍ରେସ୍‌ ଦୈନିକ ଚାଲିବ: ଗୁରୁବାରଠାରୁ ଓଡ଼ିଆରେ ରେଳ ଟିକଟ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ଆସନ୍ତା ଗୁରୁବାରଠାରୁ ଗୁଣୁପୁର-ରାଉରକେଲା(୧୮୧୧୭-୧୮୧୧୮) ଏକ୍ସପ୍ରେସ ଏବେ ଦୈନିକ ଚଳାଚଳ କରିବ। ଏହା ପୂର୍ବରୁ ସପ୍ତାହକୁ ୬ ଦିନ ଚାଲୁଥିଲା। ସେହିପରି ଏହିଦିନ ଓଡ଼ିଆରେ ଅଣସଂରକ୍ଷିତ ଟିକଟ ଶୁଭାରମ୍ଭ ହେବ। ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୪ରୁ ଓଡ଼ିଆରେ ଟିକେଟ ପ୍ରଚଳନ ପାଇଁ ଦିନ ଧାର୍ଯ୍ୟ କରାଯାଇଥିଲା। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀଙ୍କ ମୃତ୍ୟୁ ଘଟିବାରୁ ଏହାକୁ ସ୍ଥଗିତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ…

କାଳିଆ ସାଆନ୍ତଙ୍କ ପହଣ୍ଡି ଆରମ୍ଭ, ଝୁଲିଝୁଲି ଧାଡ଼ି ପହଣ୍ଡିରେ ଆସୁଛନ୍ତି ମହାବାହୁ

ପୁରୀ,୧୬ା୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଗୁରୁବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ…

ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମହାପ୍ରଭୁଙ୍କ ଦିବ୍ୟ ସାନିଧ୍ୟ ସହ…

ପୁରୀ,୧୬ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସର୍ବଶ୍ରେଷ୍ଠ ମହାପର୍ବ ରଥଯାତ୍ରା ପାଇଁ ସମଗ୍ର ଶ୍ରୀକ୍ଷେତ୍ର ପ୍ରସ୍ତୁତ।…

ଝୁଲି ଝୁଲି ଆସୁଛନ୍ତି ବଡଠାକୁର, ହରିବୋଲ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ

ପୁରୀ,୧୬।୭: ଆରମ୍ଭ ହୋଇଛି ପ୍ରଭୁ ଶ୍ରୀବଳଭଦ୍ରଙ୍କ ପବିତ୍ର ପହଣ୍ଡି । ଶଙ୍ଖ, ଘଣ୍ଟ, ମୃଦଙ୍ଗ ଓ “ହରିବୋଲ” ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ବଡ଼ଦାଣ୍ଡ। ଭକ୍ତିରେ ମୁଖରିତ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri