ଗୁଣ୍ଡିଚା ମନ୍ଦିର ଆଗରେ ତିନି ରଥ

ପୁରୀ ଅଫିସ, ୨୩।୬: ଶେଷରେ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀଜଗନ୍ନାଥ। ଶରଧାବାଲିରେ ବଡ଼ ଠାକୁର ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ରଥ ପହଞ୍ଚିଥିଲା। ଶେଷରେ ୫ଟା ୧୦ରେ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗୁଣ୍ଡିଚା ମନ୍ଦିରେ ସମ୍ମୁଖରେ ପହଞ୍ଚିଛି। ଅପରାହ୍ନ ୪ଟା ୧୧ରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଥିଲେ ଦେବୀ ସୁଭଦ୍ରା । ଏହା ପୂର୍ବରୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଗୁଣ୍ଡିଚା ମନ୍ଦିରରେ ଲାଗିଥିଲା । ୩ଟା ୫୨ ମିନିଟରେ ପହଞ୍ଚିଥିଲେ ବଡ ଠାକୁର ।
କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ରଥଯାତ୍ରା। ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଯାଉଥିବାବେଳେ ବସ୍‌ରେ ଟଳିପଡିଲେ ଯାତ୍ରୀ

ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା…

ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…

ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି…

ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

ଏହି ଜିଲାରେ ଆଜିଠୁ ୫ ଦିନ ଯାଏ ସ୍କୁଲ, କଲେଜ ଛୁଟି

ଭୁବନେଶ୍ୱର,୧୮।୩: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।…

ଏସ୍‌ସିବି ରୋଗୀଙ୍କ ଖାଦ୍ୟରୁ ବାହାରିଲା ବେଙ୍ଗ: ଭିଡିଓ ଭାଇରାଲ ପରେ ଚର୍ଚ୍ଚା ବଢ଼ିଲା

କଟକ,୧୮।୪(ଶିଳ୍ପା ପ୍ରିୟଦର୍ଶିନୀ):ଡାକ୍ତରଖାନାରେ ରୋଗୀଙ୍କୁ ଦିଆଯାଉଥିବା ଖାଦ୍ୟରୁ ବେଙ୍ଗ ବାହାରିବା ଘଟଣା ଏବେ ସାମ୍ନାକୁ ଆସିଛି। ତେବେ ଏହି ଖାଦ୍ୟ ଏସ୍‌ସିବି ମେଡିକାଲ ପରିସରରେ ଥିବା ଏକ କ୍ୟାଣ୍ଟିନର…

ନବଗଠିତ ଲୋଇସିଂହା ଏନଏସିରେ ଟେଣ୍ଡର ଫିକ୍ସିଂ ଅଭିଯୋଗ: ଲୁଚାଛପାରେ….

ଲୋଇସିଂହା,୧୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲାର ନବଗଠିତ ଲୋଇସିଂହା ଏନଏସିରେ ସଫେଇ କାମ ଓ ଉପକରଣ ଯୋଗାଣରେ ଟେଣ୍ଡର ଫିକ୍ସିଂ ହୋଇଥିବା ଅଭିଯୋଗ ହେଉଛି। ଗତ ଫେବୃୟାରୀ ୨୫ ତାରିଖରେ…

ଚାଷୀଙ୍କୁ ମିଳିନି ବୀମା କ୍ଷତିପୂରଣ: ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଏଠାରେ ଧାନବିକ୍ରି ସମସ୍ୟା ସାଧାରଣରେ ପରିଣତ ହୋଇଥିବାବେଳେ ଅଦିନିଆଁ ବର୍ଷା, କରାମାଡ଼, ରୋଗପୋକ ଉପଦ୍ରବରୁ ଫସଲକ୍ଷତି ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri