ଗୁମର ଖୋଲିଲେ ଶୈଫାଲୀ: ‘ବିଗ୍‌ ବସ୍‌’ ଘରେ ହୁଏ ଚୋରି

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ ବସ୍‌ର କ୍ରେଜ୍‌ ପୁଣି ଥରେ ଦର୍ଶକଙ୍କୁ ମତୁଆଲା କରିଛି। ସବୁଥର ଭଳି ଚଳିତ ଥର ମଧ୍ୟ ଶୋ’ ନିର୍ମାତା ଏହାକୁ ଅଧିକ ରୋମାଞ୍ଚକର କରିବା ଲାଗି କେବଳ ସେଲିବ୍ରିଟିମାନଙ୍କୁ ଘରକୁ ଆଣିଛନ୍ତି। ଏଥିସହ ଏହା ଆରମ୍ଭ ହେବାର ଚାରି ସପ୍ତାହ ପରେ ପ୍ରଥମ ଗ୍ରାଣ୍ଡ ଫିନାଲେ ଅନୁଷ୍ଠିତ ହୋଇଛି। ଏଥିରେ ଶୋ’ରୁ ବାହାର ହୋଇଥିଲେ ଶୈଫାଲୀ ବଗ୍ଗା। ଏବେ ସେ ନିଜର ୟୁଟ୍ୟୁବ୍‌ ଚ୍ୟାନେଲ୍‌ରେ ଶୋ’ ସହ ଜଡ଼ିତ କିଛି ଗୁମର ସମସ୍ତଙ୍କ ସହ ଶେୟାର କରିଛନ୍ତି।

‘ବିଗ୍‌ ବସ’ ଘରକୁ ଯିବା ପୂର୍ବରୁ ପ୍ରତିଯୋଗୀମାନଙ୍କୁ ଏକ ଗୁପ୍ତ ନାମ ଦିଆଯାଇଥାଏ। ଏପରିକି ସେମାନେ ନେଇ ଯାଉଥିବା ସୁଟ୍‌କେଶରେ ତାହା ଲେଖାଯାଇଥାଏ। ସେହିଭଳି ସେଠାକୁ ଫୋନ୍‌ ନେଇ ଯିବାକୁ ବାରଣ ଥାଏ। ଘର ଭିତରକୁ ଯିବା ପୂର୍ବରୁ ପ୍ରତିଯୋଗୀମାନଙ୍କଠାରୁ ଫୋନ ରଖାଯାଇଥାଏ। ବିଗ୍‌ ବସ୍‌ ଘରେ ପାର୍ଲରର କୌଣସି ସୁବିଧା ନାହିଁ। ପ୍ରତିଯୋଗୀମାନେ ପ୍ରତିଦିନ ନିଜେ ନିଜେ ପ୍ରସ୍ତୁତ ହେବା ସହ ଅନ୍ୟମାନଙ୍କ ସହାୟତା କରିଥାନ୍ତି। ହେଲେ ସବୁଠାରୁ ମଜାଲାଗେ ବିଗ୍‌ ବସ୍‌ ଘରେ ଚୋରି ଘଟଣା। ସାମଗ୍ରୀ କମ୍‌ ଏବଂ ଲୋକ ଅଧିକା ହେତୁ ସେଠାରେ ବିଶେଷକରି ଏଭଳି ଚୋରି ହୁଏ। ପ୍ରତିଯୋଗୀମାନେ କିଛି କିଛି ଜିନିଷ ଲୁଚାଇ ରଖି ପରେ ବ୍ୟବହାର କରିଥାନ୍ତି। ଏନେଇ ଶୈଫାଲୀ ଖୁଲାସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ ମଦ: ଚଢ଼ାଉ କରି ଧରିଲା ପୋଲିସ

ବଞ୍ଚୋ,୧।୬(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ଦୀର୍ଘଦିନ ଧରି ବେଆଇନ ଭାବେ ମଦ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତି…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

ଜୋର ଧରିଲା ‘ମାଳି ସୁରକ୍ଷା ଆନ୍ଦୋଳନ’: ଖଣି ଖନନ ବିରୋଧରେ ଏକଜୁଟ ହେଲେ ଆଦିବାସୀ, କହିଲେ ଆମକୁ ଭତ୍ତା ନୁହଁ…

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ‘ମାଆ, ମାଟି ଓ ମାଳି’ର ସୁରକ୍ଷା ପାଇଁ ଚାଲିଥିବା ଗଣ-ଆନ୍ଦୋଳନ ଏବେ ତୀବ୍ର…

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri