Posted inଜାତୀୟ

ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୯: ସାରା ଦେଶରେ ସେପ୍ଟେମ୍ବର ୫କୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଏଥର ମଧ୍ୟ ଏହି ପବିତ୍ର ଦିବସକୁ ସାରା ଦେଶରେ ଗୁରୁବାର ପାଳନ କରାଯାଇଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷକ ସମୁଦାୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍‌ ଟୁଇଟର ମାଧ୍ୟମରେ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ୧୩୧ ତମ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରବା ସହ ସେ ଜଣେ ଆଦର୍ଶ ଶିକ୍ଷକ ବୋଲି କହିଛନ୍ତି। ଗୁରୁ ଶିଷ୍ୟଙ୍କ ଏହି ପରମ୍ପରା ଯୁଗ ଯୁଗରୁ ରହି ଆସିଛି ଓ ରହିଥିବ ବୋଲି ଉଭୟ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ବିଶିଷ୍ଟ ମଞ୍ଚ କଳାକାର ପ୍ରକାଶ ଦେବତାଙ୍କ ପରଲୋକ: ବିଭିନ୍ନ ମହଲରେ ଶୋକର ଛାୟା

ଦେବଗଡ଼,୧୫।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଶିଷ୍ଟ ମଞ୍ଚ କଳାକାର ତଥା ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲର ଉପସଭାପତି ପ୍ରକାଶ ଦେବତା (ପେରୁ )ଙ୍କର ବୁର୍ଲା ଡାକ୍ତରଖାନାରେ ପରଲୋକ…

ଧର୍ମ ପରିବର୍ତ୍ତନ କରିଥିବାରୁ ସତ୍କାର ପାଇଁ ଶ୍ମଶାନରେ ମିଳିଲାନି ଜାଗା: ଶେଷରେ…

ରାଇଘର/ଉମରକୋଟ, ୧୫।୪ (କିରଣ ପଟ୍ଟନାୟକ/ ସନ୍ତୋଷ ଶତପଥୀ): ମୂଳ ଧର୍ମ ଛାଡ଼ି ଅନ୍ୟ ଧର୍ମ ଗ୍ରହଣ କରିଥିବାରୁ ଗାଁ ଶ୍ମଶାନରେ ସତ୍କାର ପାଇଁ ଶବକୁ ମିଳୁନାହିଁ ସ୍ଥାନ…

ସମୁଦ୍ରରେ ମାଛ ଧରିବା ନିଷେଧ: ଏତିକି ଦିନ ଯାଏ କଟକଣା ଲାଗୁ କଲେ ସରକାର

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଆଜିଠୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରରେ ମାଛ ଧରିବା ନିଷେଧ। ଏନେଇ ମତ୍ସ୍ୟ ବିଭାଗ ପକ୍ଷରୁ କଟକଣା ଜାରି ହୋଇଛି…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

ଶିଶୁପୁତ୍ର ଜନ୍ମଦେଲେ ୧୪ ବର୍ଷୀୟ ବାଳିକା: ବାପା-ମା’ଙ୍କୁ ନେଇ ପୀଡ଼ିତା ଯାହା କହିଲେ, ଗୋଡ଼ ତଳୁ ଖସିଯିବ ମାଟି

ଡେରାଡୁନ,୧୫।୪: ଉତ୍ତରାଖଣ୍ଡର ପିଥୋରାଗଡ଼ର ଜିଲା ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ୧୪ ବର୍ଷୀୟା ଝିଅ ଶିଶୁକୁ ଜନ୍ମ ଦେଇଛନ୍ତି। ଏହାପରେ ନବଜାତ ଶିଶୁର…

୪୦ ମିନିଟର ଫୋନ କଲ୍‌ରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟ୍ରମ୍ପଙ୍କ ବଡ଼ ମେସେଜ୍‌: ‘ମୁଁ ଆପଣଙ୍କୁ କେବଳ ଏତିକି କହିବାକୁ ଚାହୁଁଛି…’

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନରେ କଥା ହୋଇଛନ୍ତି, ଯାହା ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପରେ ପ୍ରଥମ…

‘ଭାରତ ନିଷ୍ପତ୍ତି ନେବ’, ଇରାନ-ଆମେରିକା ମଧ୍ୟରେ ଯୁଦ୍ଧ ବନ୍ଦ କରିବାରେ ଭାରତର ଭୂମିକା ଉପରେ ସର୍ଗିଓଙ୍କ ବଡ଼ ବୟାନ

ଓ୍ବାଶିଂଟନ୍‌,୧୫।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ବନ୍ଦ କରିବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ସମ୍ପର୍କରେ କଳ୍ପନାଜଳ୍ପନା ଚାଲିଛି। ପାକିସ୍ତାନ ଏବଂ ଇଜିପ୍ଟର ପ୍ରୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri