ଗୁରୁଦ୍ୱାରାକୁ ଆଇଏସ୍‌ ଟାର୍ଗେଟ: ୨୫ ନିହତ

କାବୁଲ,୨୬ା୩: ଆଫଗାନିସ୍ତାନ ରାଜଧାନୀ କାବୁଲର କେନ୍ଦ୍ରସ୍ଥଳରେ ଥିବା ସଂଖ୍ୟାଲଘୁ ଶିଖ୍‌ମାନଙ୍କ ଗୁରୁଦ୍ୱାରା ଉପରେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ୨୫ ଜଣଙ୍କ ମୃତ୍ୟୁ ହେବା ସହ ୧୫ ଜଣ ଆହତ ହୋଇଛନ୍ତି। କାବୁଲ ଶୋର୍‌ ବଜାରରେ ଥିବା ଏକ ଧର୍ମଶାଳାକୁ ଟାର୍ଗେଟ କରି ଆକ୍ରମଣ କରାଯାଇଥିଲା। ଆକ୍ରମଣ ପାଇଁ ଆଇଏସ୍‌ ନିଜକୁ ଦାୟୀ କରିଛି। ସାରା ବିଶ୍ୱ କରୋନା ସଂକ୍ରମଣରେ ଆତଙ୍କିତ ହୋଇଥିବାବେଳେ ଆତଙ୍କବାrଦୀମାନେ ଧର୍ମସ୍ଥଳୀ ଉପରେ ଆକ୍ରମଣ କରିବା ଘଟଣାକୁ ଭାରତ ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି। ଏହା ଆକ୍ରମଣକାରୀ ଓ ସେମାନଙ୍କ ସମର୍ଥକମାନଙ୍କର ପୈଶାଚିକ ମାନସିକତା ବୋଲି ଭାରତ କହିଛି। କ୍ଷତିଗ୍ରସ୍ତ ହିନ୍ଦୁ ଓ ଶିଖ୍‌ ପରିବାରକୁ ଯଥାସମ୍ଭବ ସହାୟତା ଯୋଗାଇଦେବାକୁ ନୂଆଦିଲ୍ଲୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କି ସଙ୍କେତ! ରାତାରାତି ରକ୍ତ ପରି ନାଲି ହୋଇଗଲା ସମୁଦ୍ର; ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୭ା୧୨: ଇରାନର ହରମୁଜ୍ ଦ୍ୱୀପର ଉପକୂଳବର୍ତ୍ତୀ ଅଞ୍ଚଳରେ ଏକ ଅଦ୍ଭୁତ ଏବଂ ଚମତ୍କାର ପରିବର୍ତ୍ତନ ଦେଖିବାକୁ ମିଳିଛି। ସାମ୍ପ୍ରତିକ ପ୍ରବଳ ବର୍ଷା ପରେ ଦ୍ୱୀପର ବେଳାଭୂମି...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri