ଗୁରୁପ୍ରିୟା ସେତୁ ଉଦ୍‌ଘାଟନର ଦେଢ଼ବର୍ଷ ନ ପୂରୁଣୁ ଚାଲିଲା ମରାମତି କାର୍ଯ୍ୟ

ଚିତ୍ରକୋଣ୍ଡା, ୧୮।୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ତଥା ବିଚ୍ଛିନ୍ନାଞ୍ଚଳର ୯ଟି ପଞ୍ଚାୟତର ୧୫୧ ଖଣ୍ଡ ଗ୍ରାମର ଧିବାସୀ ଜଳବନ୍ଦୀ ଭିତରେ ରହିଥିଲେ। ସରକାର ଗୁରୁପ୍ରିୟା ସେତୁ ନିର୍ମାଣ କରିଥିଲେ। ତେବେ ଏହା ଉଦ୍‌ଘାଟନ ହେବାର ଦେଢ଼ ବର୍ଷ ନ ପୂରୁଣୁୁ ସେତୁ ମଝିରେ ଥିବା ୧୬ ନମ୍ବର ପିଲାର ଦୁଇ ପାର୍ଶ୍ୱରେ ଥିବା ଗାର୍ଡୱାଲର ଏକ୍ସପାନ୍‌ସନ୍‌ ଜଏଣ୍ଟ ନଷ୍ଟ ହୋଇଯାଇଛି। ତେବେ ମାଲକାନଗିରି ପୂର୍ତ୍ତ ବିଭାଗ ତରଫରୁ ଏହାର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଦୁଇ ଦିନ ମଧ୍ୟରେ ଏହି ି କାମ ସରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

IPL in Australia: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବ IPL ମ୍ୟାଚ? ବିସିସିଆଇକୁ ଖୋଲା ପ୍ରସ୍ତାବ ଦେଲା CA

ନୂଆଦିଲ୍ଲୀ,୧୧।୭: ଆଗାମୀ ବିଗ ବ୍ୟାସ ଲିଗ (BBL) ସିଜିନର ଉଦଘାଟନୀ ମ୍ୟାଚ ଭାରତରେ ଅନୁଷ୍ଠିତ ହେବ ବୋଲି ନିଶ୍ଚିତ ହୋଇଛି। ଏହି ମ୍ୟାଚ ଚେନ୍ନାଇର ଚେପକ କ୍ରିକେଟ…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

ହଜାରେ କ୍ଷେପଣାସ୍ତ୍ର ଆକ୍ରମଣ କରିବାକୁ ଧମକ ଦେଇଥିଲେ ଡୋନାଲ୍ଡ ଟ୍ରମ୍ପ; ବର୍ତ୍ତମାନ ଇରାନରେ ବଡ଼ ବିସ୍ଫୋରଣ, ପ୍ରତିକ୍ରିୟା ରଖିଲା ତେହରାନ

ତେରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘୧,୦୦୦ କ୍ଷେପଣାସ୍ତ୍ର’ ସମ୍ପର୍କରେ ଇରାନକୁ ଚେତାବନୀ ଦେବା ପରେ ଇରାନର ରାଜଧାନୀ ତେହରାନର ପୂର୍ବ ଭାଗରେ ବିସ୍ଫୋରଣର ଶବ୍ଦ ଶୁଣିବା…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ବିଦେଶୀ ମଦ ଦୋକାନ ଉପରେ ବୋମାମାଡ଼ କରି ଫେରାର ହୋଇଗଲେ ଦୁର୍ବୃତ୍ତ, ପୁରୁଣା କର୍ମଚାରୀଙ୍କ…

କୋଣାର୍କ,୧୧ା୭(ଜ୍ୟୋତିରାଜ ମହାନ୍ତି): କୋଣାର୍କ ବସ୍‌ଷ୍ଟାଣ୍ଡ ନିକଟରେ ନୂତନ କରି ଖୋଲିଥିବା ବିଦେଶୀ ମଦ ଦୋକାନକୁ ଜଣେ ଦୁର୍ବୃତ୍ତ ଶନିବାର ପୂର୍ବାହ୍ନରେ ତିନୋଟି ବୋମାମାଡ଼ କରି ଫେରାର ହୋଇଯାଇଥିବାବେଳେ…

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri