ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଆଶିଷ ଥାକରେ ଭୋଟ ଗଣନା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ କହିଥିଲେ। ଭୋଟ ଗଣନା କେନ୍ଦ୍ରକୁ ମୋବାଇଲ ଫୋନ ମନା କରାଯାଇଛି। ଓଡ଼ିଶା ଖଣି ଓ ଯାନ୍ତ୍ରିକ ବିଦ୍ୟାଳୟ, କେନ୍ଦୁଝରରେ କେନ୍ଦୁଝର ଓ ତେଲକୋଇ, କନକ ମଞ୍ଜରୀ ମହିଳା ମହାବିଦ୍ୟାଳୟ, ଶାଳପଡାରେ ଆନନ୍ଦପୁର ଓ ଘସିପୁରା, ଚନ୍ଦ୍ର ଶେଖର ମହାବିଦ୍ୟାଳୟ, ଚମ୍ପୁଆରେ ଚମ୍ପୁଆ ଓ ପାଟଣା ନିର୍ବାଚନ ମଣ୍ଡଳୀର ଭୋଟ ଗଣନା ହେବ ବୋଲି ସୂଚନା ଦିଆଯାଇଛି। ଭୋଟ ଗଣନା ପାଇଁ ତେଲକୋଇ, କେନ୍ଦୁଝର ନିର୍ବାଚନମଣ୍ଡଳୀ ଦାୟିତ୍ୱରେ ୧୦୦ ଜଣ, ଚମ୍ପୁଆ ପାଇଁ ୧୧୫ ଜଣ, ପାଟଣା ପାଇଁ ୧୦୩ ଜଣ, ଆନନ୍ଦପୁର ଓ ଘଷିପୁରା ପାଇଁ ୭୩ ଜଣ କର୍ମଚାରୀ ନିୟୋଜିତ ହେବେ। ତେଲକୋଇ, ପାଟଣା ଓ କେନ୍ଦୁଝର ପାଇଁ ୨୦ ଟି ଲେଖାଏଁ ଟେବୁଲ, ଚମ୍ପୁଆ ପାଇଁ ୨୪, ଆନନ୍ଦପୁର ଓ ଘସିପୁରା ପାଇଁ ୧୪ ଟି ଟେବୁଲରେ ଭୋଟ ଗଣନା ହେବ ବୋଲି ସୂଚନା ଦିଆଯାଇଛି। ଭୋଟ ଗଣନା କେନ୍ଦ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ା କଡ଼ି କରାଯାଇଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri