Posted inଜାତୀୟ

ଗୃହମନ୍ତ୍ରୀ ପଦରୁ ଭାଇଙ୍କୁ ବିଦାକଲେ ମେଘାଳୟ ମୁଖ୍ୟମନ୍ତ୍ରୀ

ଶିଲଂ,୧୩ା୨(ପି.ଟି.): ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ କେ. ସଙ୍ଗ୍‌ମା ବୁଧବାର ତାଙ୍କ ମନ୍ତ୍ରିମଣ୍ଡଳରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ସେ ତାଙ୍କ ଭାଇ ଜେମ୍ସ କେ. ସଙ୍ଗ୍‌ମାଙ୍କୁ ଗୃହମନ୍ତ୍ରୀ ପଦରୁ ହଟାଇଦେଇଛନ୍ତି। ଏଥିସହିତ ତାଙ୍କ ହାତରୁ ଜିଲାପରିଷଦ ବ୍ୟାପାର ବିଭାଗକୁ ମଧ୍ୟ କାଢ଼ିନିଆଯାଇଛି। ଜେମ୍ସଙ୍କୁ ଗୃହମନ୍ତ୍ରୀ ପଦ ଦିଆଯାଇଥିବାରୁ ଅନ୍ୟ ମନ୍ତ୍ରୀମାନେ ଅସନ୍ତୁଷ୍ଟ ଥିଲେ। ବେଆଇନ କୋଇଲା ପରିବହନରେ ସମ୍ପୃକ୍ତ ଜେମ୍ସଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍‌ ଦେବା ପାଇଁ ମେଣ୍ଟ ସରକାରର ସହଯୋଗୀ ଦଳ ଦାବି କରୁଥିଲେ। ତେବେ ଜେମ୍ସଙ୍କ ହାତରେ ଶକ୍ତି, ଖାଦ୍ୟ, ସାଧାରଣ ଯୋଗାଣ, ଖାଉଟି ବ୍ୟାପାର ଓ ଆଇନ ବିଭାଗ ପୂର୍ବଭଳି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri