ଗେଣ୍ଡୁଫୁଲର ଉପକାରିତା

ଆଜିକା ଦିନରେ ପ୍ରଦୂଷଣ ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଯେଉଁ କାରଣରୁ ଅନେକ ଲୋକ ବିଭିନ୍ନ ପ୍ରକାର ରୋଗର ସମ୍ମୁଖୀନ ହେଉଛନ୍ତି, ସେଥିମଧ୍ୟରୁ ଏବେ ଚର୍ମ ରୋଗ ଜଟିଳ ରୂପ ଧାରଣ କରିଛି। ଏଥିରେ ଆକ୍ରାନ୍ତ ଲୋକଙ୍କୁ ଯାଦୁ, କାଛୁ, କୁଣ୍ଡିଆ, ଦାଗ ଭଳି ସମସ୍ୟା ଦେଖାଦେଉଛି। ଯଦି ସମୟ ପୂର୍ବରୁ ଏହାର ଉପଯୁକ୍ତ ଚିକିତ୍ସା କରା ନ ଯାଏ, ତା’ହେଲେ ଏହା ପୂରା ଶରୀରକୁ ମାଡ଼ି ଯାଇଥାଏ। ଏହାର ନିରାକରଣ ପାଇଁ ଲୋକେ ବହୁ ଦାମିକିଆ କ୍ରିମ୍‌ ଲୋଶନ ବ୍ୟବହାର କରିଥାନ୍ତି। ଏହା ବ୍ୟୟବହୁଳ ହୋଇଥିବା ବେଳେ ବହୁ ସମୟରେ ଏଥିରେ ଶୀଘ୍ର ଭଲ ହୋଇ ନ ଥିବା ଦେଖିବାକୁ ମିଳିଥାଏ। ତେବେ ଆସନ୍ତୁ ଜାଣିବା ଏଥିରୁ ମୁକ୍ତି ପାଇବାର ସହଜ ଉପାୟ।
*ଯଦି କୌଣସି ଚର୍ମ ରୋଗରେ ଆକ୍ରାନ୍ତ ହୋଇଥାନ୍ତି, ତେବେ ଗେଣ୍ଡୁଫୁଲ ଆପଣଙ୍କ ପାଇଁ ବହୁତ ଲାଭଦାୟକ ହେବ। ଏଥିରେ ଆଣ୍ଟିଫଙ୍ଗଲ ଏବଂ ଆଣ୍ଟିବ୍ୟାକ୍ଟେରିଆଲ ଗୁଣ ରହିଥାଏ। ଯାହାକି ଦାଗ, କାଛୁ, କୁଣ୍ଡିଆକୁ ଭଲ କରିବାରେ ସହାୟକ ହୋଇଥାଏ।
*ଏହାକୁ ବ୍ୟବହାର କରିବା ପାଇଁ ପ୍ରଥମେ ଫୁଲର ଏକ ପେଷ୍ଟ ତିଆରି କରନ୍ତୁ ଏବଂ କୁଣ୍ଡେଇ ହେଉଥିବା ସ୍ଥାନରେ ଏହାକୁ ଲଗାନ୍ତୁ। କିଛି ସମୟ ପରେ ଏହା ଶୁଖିଗଲେ ଥଣ୍ଡା ପାଣିରେ ତାକୁ ଧୋଇଦିଅନ୍ତୁ।
*ଏହି ପେଷ୍ଟକୁ ସକାଳେ ଏବଂ ସନ୍ଧ୍ୟାରେ ଲଗାନ୍ତୁ। ଏଥିସହ ସଫାସୁତୁରା ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ। ଦେଖିବେ କିଛି ଦିନ ଭିତରେ ଆପଣଙ୍କ ଚର୍ମ ରୋଗ ଭଲ ହୋଇଯିବ। ତେବେ ଏହି ପ୍ରୟୋଗ ଦ୍ୱାରା କୌଣସି ପ୍ରକାର ପାର୍ଶ୍ୱ ପ୍ରତିକ୍ରିୟା ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଜୁନ ୯ରେ ପିଏମ ମୋଦିଙ୍କ ନାମରେ ହୋଇପାରେ ନୂଆ କୀର୍ତ୍ତିମାନ, ଭାଙ୍ଗିବେ ନେହେରୁଙ୍କ ରେକର୍ଡ!

ନୂଆଦିଲ୍ଲୀ,୧।୬: ମୋଦି ସରକାରଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଜୁନ ୫ ରୁ ଜୁନ ୨୧ ପର୍ଯ୍ୟନ୍ତ ସାରା ଦେଶରେ ସ୍ବତନ୍ତ୍ର କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ବିଶ୍ୱ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

ସ୍ୱୟଂ ସହାୟକ ଗୋଷ୍ଠୀର ବ୍ୟାଙ୍କ ଖାତା ଖୋଲିବା ପାଇଁ ଯାଇଥିଲେ: ମୁକୁଳା ବିଏସଏନଏଲ୍ ତାର ନେଲା ଜୀବନ

ମୋହନା,୧।୬ (ମନ୍ମଥ ମିଶ୍ର): ମୁକୁଳା ଭାବେ ପଡ଼ିଥିବା ବିଏସଏନଏଲ୍ ତାର ନେଲା ଜଣେ ମହିଳାଙ୍କ ଜୀବନ। ଏଭଳି   ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର.ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri