ଗେଷ୍ଟ୍‌ ହାଉସ୍‌ରୁ ୨ ଚୋରଙ୍କୁ ଧରିଲା ପୋଲିସ

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍‌ହାଉସ୍‌ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍‌ପିଏଫ୍‌ ପୋଲିସ ସୋମବାର ଗିରଫ କରିଛି। ଉକ୍ତ ଦୁଇ ଅଭିଯୁକ୍ତଙ୍କ ମୋବାଇଲ ଟ୍ରାକିଂ କରି ପୋଲିସ ସୋମବାର ଆସି ଧାମନଗରରେ ପହଞ୍ଚିଥିଲା। ଧାମନଗର ଥାନା ପୋଲିସ ସହାୟତାରେ ଖାନ୍‌କା ଗେଷ୍ଟ୍‌ ହାଉସ ୧୪ ନଂ. ରୁମ୍‌ରୁ ଏହି ଦୁଇ ଅଭିଯୁକ୍ତଙ୍କୁ ଚିହ୍ନଟ କରି ଧରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?