Posted inଜାତୀୟ

ଗୋଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଲେ କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ବିଧାୟକ

ପଣଜୀ,୧୩।୭: ଗୋଆ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଶନିବାର ହୋଇଛି। ନିକଟରେ କଂଗ୍ରେସରୁ ଇସ୍ତଫା ଦେଇ ଭାଜପାରେ ଯୋଗ ଦେଇଥିବା ୧୦ ଜଣ ବିଧାୟକଙ୍କ ମଧ୍ୟରୁ ୩ ଜଣଙ୍କୁ ମନ୍ତ୍ରୀପଦ ମିଳିଛି। ଏମାନଙ୍କ ମଧ୍ୟରେ ଅଛନ୍ତି ଫିଲିପ ନେରି ରୋଡ୍ରିଗସ୍‌, ଜେନିଫର ମୋନସିରାଟେ ଓ ଚନ୍ଦ୍ରକାନ୍ତ କଭଲେକା। ପୂର୍ବତନ ଉପ ବାଚସ୍ପତି ମିଖାଇଲ ଲୋବୋ ମଧ୍ୟ ଶନିବାର ଶପଥ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସ ସାରା ଦେଶରେ ଶୋଚନୀୟ ଭାବେ ପରାସ୍ତ ହେବା ପରେ ଏଥିରେ ଦେଖା ଦେଇଥିଲା ଅସ୍ଥିରତା। ପ୍ରଥମେ କର୍ନାଟକ ସରକାରରେ ମେଣ୍ଟ ଦଳ ଭାବେ ଥିବା କଂଗ୍ରେସରେ କନ୍ଦଳ ଦେଖା ଦେଇଥିବା ବେଳେ ଏହା ପଛକୁ ଆସିଥିଲା ଗୋଆ। ଏଠାରେ ୨ ଦିନ ତଳେ କଂଗ୍ରେସ ଛାଡିଥିବା ବିଧାୟକମାନେ ଏବେ ମନ୍ତ୍ରିମଣ୍ଡଳରେ ମନ୍ତ୍ରୀପଦ ପାଇବାକୁ ନେଇ ପୁଣି ଆରମ୍ଭ ହୋଇଛି ରାଜନୈତିକ ଚର୍ଚ୍ଚା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri