ଗୋଟିଏ ଟ୍ରାଫିକ୍‌ରେ ଅଟକିଲା ସଲମାନ-ଅର୍ଜୁନଙ୍କ କାର୍‌, ତା’ ପରେ କ’ଣ ହେଲା ଜାଣନ୍ତୁ

ମୁମ୍ବାଇ: ସଲମାନ୍‌ ଖାଁ ଏବଂ ଅର୍ଜୁନ କପୁରଙ୍କ ମଧ୍ୟରେ ତିକ୍ତତା ଦୀର୍ଘଦିନରୁ ଲାଗିରହିଛି। ଏପରିକି କେହି କାହାର ଛାଇ ଦେଖିପାରନ୍ତି ନାହିଁ। କିନ୍ତୁ ବୋନି କପୁରଙ୍କ ସହ ସଲମାନଙ୍କ ଭଲ ପଡ଼େ। ସଲମାନ୍‌ ଏବଂ ଅର୍ଜୁନ ବେଳେବେଳେ କେଉଁଠି ନା କେଉଁଠି ସାମ୍ନାସାମ୍ନି ହୋଇଯା’ନ୍ତି। ସେତେବେଳେ କେହି କାହାକୁ ନ ଦେଖିଲା ପରି ଅଭିନୟ କରି ନିଜ ବାଟରେ ଚାଲିଯାଇଥା’ନ୍ତି। ଏପରିସ୍ଥିତିରେ ଏବେ ଏକ ଘଟଣା ନଜରକୁ ଆସିଛି। ମୁମ୍ବାଇ ରାସ୍ତାରେ ଅର୍ଜୁନ ଏବଂ ସଲମାନଙ୍କ ଗାଡ଼ି ଗୋଟିଏ ଟ୍ରାଫିକ୍‌ରେ ଅଟକିଥିଲା। ଏହାପରେ ଏକ ମଜା ଘଟଣା ଦେଖିବାକୁ ମିଳିଥିଲା। ଦୁଇଜଣଙ୍କ ଡ୍ରାଇଭର ପରସ୍ପରକୁ ହାତ ହଲାଇ କଥା ହୋଇଥିଲେ। ମାତ୍ର ଏହି ଦୁଇଜଣ କେହି କାହାକୁ ନ ଦେଖିଲା ପରି ମୁହଁ ବୁଲାଇ ନେଇଥିଲେ। ଏହାର ଅସଲ କାରଣ ହେଲା ଅର୍ଜୁନ ମଲାଇକାଙ୍କ ସହ ଡେଟ୍‌ କରିବା। କାରଣ ସଲମାନଙ୍କ ଭାଇ ଅର୍‌ବାଜ ଖାଁଙ୍କ ସ୍ତ୍ରୀ ହେଉଛନ୍ତି ମଲାଇକା। ଦୁହିଁଙ୍କ ମଧ୍ୟରେ ଛାଡ଼ପତ୍ର ହୋଇ ଅର୍ଜୁନଙ୍କ ସହ ଡେଟ୍‌ କରୁଛନ୍ତି। ମଲାଇକାଙ୍କ ପୂର୍ବରୁ ଅର୍ଜୁନ ସଲମାନ୍‌ଙ୍କ ଭଉଣୀ ଅର୍ପିତାଙ୍କ ସହ ମଧ୍ୟ ଡେଟ୍‌ରେ ଥିଲେ। ଏହିସବୁ ଘଟଣା ଅର୍ଜୁନ ବଲିଉଡ୍‌ରେ ଏଣ୍ଟ୍ରି କରିବା ପୂର୍ବରୁ ହୋଇଥିଲା। ସେ ଯାହା ବି ହୋଇଥାଉନା କାହିଁକି ଅର୍ଜୁନଙ୍କ ଯୋଗୁ ହିଁ ସଲମାନ୍‌ ରାଗି ଖପ୍ପା। ସେହିଦିନଠାରୁ କେହି କାହା ସହ କଥା ହେଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଳିନି ଯୁଦ୍ଧ! ଅସ୍ତ୍ରବିରତି ସତ୍ତ୍ୱେ ଆତଙ୍କିତ ଅବସ୍ଥାରେ ଲୋକେ, ହାଇ ଆଲର୍ଟରେ…

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଘୋଷିତ ଯୁଦ୍ଧବିରତି ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧ କ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

‘ହର୍ମୁଜ ପ୍ରଣାଳୀରେ ଆମେରିକା… ’, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ନୂଆ ବାର୍ତ୍ତା ଶୁଣି ଇରାନ ଖୁସିରେ ଗଦ୍‌ଗଦ୍‌

ଓ୍ବାଶିଂଟନ୍‌,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରାଯାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ଦୁଇ ସପ୍ତାହ ପାଇଁ ଇରାନ…

ମୋଦିଙ୍କୁ ଝଟ୍‌କା: ଆମେରିକା-ଇରାନ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସର ପ୍ରଥମ ପ୍ରତିକ୍ରିୟା, ପାକିସ୍ତାନର…

ନୂଆଦିଲ୍ଲୀ,୮ା୪: ଆମେରିକା-ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ନେଇ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ଏମ୍‌ପି ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri