ଗୋଟିଏ ଦିନରେ ରୁଷ୍‌ରେ ୧୦ ହଜାର ନୂଆ କରୋନା ସଂକ୍ରମିତ ଚିହ୍ନଟ

ମସ୍କୋ,୩।୫: ରୁଷ୍‌ରେ କରୋନା ସଂକ୍ରମଣରେ ରେକର୍ଡ ବୃଦ୍ଧି ହୋଇଛି। ଗୋଟିଏ ଦିନରେ ଏଠାରେ ୧୦ ହଜାର ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ମସ୍କୋରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେଧୀରେ ବଢୁଥିବା ଦେଖିବାକୁ ମିଳିଛି। ଚାଇନା, ଇଟାଲି, ଆମେରିକା ତୁଳନାରେ ରୁଷ୍‌ରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଯଥେଷ୍ଟ କମ୍‌ ରହିଛି। ଏଠାରେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ସଂଖ୍ୟା ୧୨୮୦ ରହିଛି। ଏଠାରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୩୪ ହଜାର ୬୮୭ ରହିଛି। ମସ୍କୋରେ ଇତିମଧ୍ୟରେ ୪୦ ହଜାର ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। କେତେକଙ୍କଠାରେ ଲକ୍ଷଣ ନ ଥିଲେ ମଧ୍ୟ ସେମାନଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସୁଥିବାରୁ ଚିକିତ୍ସକଙ୍କ ପାଇଁ ସମସ୍ୟା ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri