Posted inଜାତୀୟ

‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଲାଗୁ କରିବେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୨୮।୬: ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବ୍ୟବସ୍ଥା ଦେଶରେ ଲାଗୁ କରିବା ପାଇଁ ଆଲୋଚନା ଚାଲିଥିଲାବେଳେ ଏବେ ମୋଦି ସରକାର ‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ଲାଗୁ ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ଏନେଇ ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ବିଭାଗ ମନ୍ତ୍ରୀ ରାମବିଳାଶ ପାଶଓ୍ବାନ ସୂଚନା ଦେଇଛନ୍ତି। ଗୁରୁବାର ବିଭିନ୍ନ ରାଜ୍ୟର ଖାଦ୍ୟ ସଚିବ ଏବଂ ଅଧିକାରୀଙ୍କ ସହ ଆୟୋଜିତ ଏକ ବୈଠକରେ ଯୋଗ ଦେଇ ପାଶଓ୍ବାନ କହିଛନ୍ତି, ଏହି ବ୍ୟବସ୍ଥା ଲାଗୁ ହେଲେ ଦେଶରେ ଲକ୍ଷ ଲକ୍ଷ ଲୋକ ଉପକୃତ ହେବେ। ସୂଚନାଯୋଗ୍ୟ, ‘ଗୋଟିଏ ଦେଶ, ଗୋଟିଏ ରାଶନ କାର୍ଡ’ ବ୍ୟବସ୍ଥା ଦ୍ୱାରା ଦେଶର ଯେକୌଣସି ସ୍ଥାନରେ ଥିଲେ ବି ଜଣେ ନିଜ ରାଶନ କାର୍ଡ ବ୍ୟବହାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Video: ହନୁମାନଙ୍କ ଆଶୀର୍ବାଦ ପାଇବା ପରେ ଇନିଂସ ଆରମ୍ଭ କରିଥିଲେ ବୈଭବ ସୂର୍ଯ୍ୟବଂଶୀ, ହେଲିକପ୍ଟର ସଟ ମାରି ନିଜର ଶକ୍ତି ଦେଖାଇଲେ…

ନୂଆଦିଲ୍ଲୀ,୧୬।୭: ବୈଭବ ସୂର୍ଯ୍ୟବଂଶୀ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ଏହି ସଫଳତା ସହିତ, ୧୫ବର୍ଷୀୟ…

ଗଞ୍ଜାମରେ ରଥଯାତ୍ରା; ମାଉସୀ ମା’ ମନ୍ଦିରରେ ପହଞ୍ଚି ଦର୍ଶନ ଦେଲେ ତିନି ଠାକୁର, କୁନି ଭକ୍ତ କଲେ….

ଗଞ୍ଜାମ,୧୬।୭(ବିଦ୍ୟାଧର ସାହୁ ): ଗଞ୍ଜାମ ସହରରେ ଚଳିତ ବର୍ଷ ରଥଯାତ୍ରା ମହା ଆଡମ୍ବରରେ ପାଳିତ ହୋଇଛି । ବଡ଼ ବଜାର ସ୍ଥିତ ଜଗନ୍ନାଥ ମନ୍ଦିର ପରିଚାଳନା କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri