Posted inଖେଳ

ଗୋଟିଏ ଫଟୋରେ ୭୩୫ ନଟ୍‌ ଆଉଟ

ଆଡିଲେଡ୍‌,୪ା୧୨- ଚଳିତ ସପ୍ତାହକୁ ଜୀବନରେ କଦାପି ଭୁଲି ପାରିବେ ନାହିଁ ଅଷ୍ଟ୍ରେଲିଆନ ଓପନର ଡେଭିଡ ଓ୍ବାର୍ନର। ବାମହାତୀ ବ୍ୟାଟ୍ସମ୍ୟାନ କ୍ୟାରିୟରର ପ୍ରଥମ ଥର ପାଇଁ ତ୍ରିଶତକ ହାସଲ କରିଥିଲେ। ପାକିସ୍ତାନ ବିପକ୍ଷ ଦିବାରାତ୍ର ତଥା ଦ୍ୱିତୀୟ ଟେଷ୍ଟରେ ଅପରାଜିତ ୩୩୫ ରନ୍‌ର ଇନିଂସ ଖେଳି ବହୁ ରେକର୍ଡ ଭଙ୍ଗ କରିଛନ୍ତି। ଏହି ଅବସରରେ ଓ୍ବାର୍ନର କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା(୪୦୦*)ଙ୍କୁ ଭେଟିବାର ସୁଯୋଗ ପାଇଛନ୍ତି। ଇନ୍‌ଷ୍ଟାଗ୍ରାମରେ ଶେୟାର କରିଥିବା ଉଭୟଙ୍କ ଫଟୋ ଭାଇରାଲ ହୋଇଯାଇଛି। ଏହି ଫଟୋରେ ଜଣେ ପ୍ରଶଂସକ ୭୩୫ ନଟ୍‌ ଆଉଟ୍‌ ବୋଲି କମଣ୍ଟେ କରିଛନ୍ତି, ଯାହାକୁ ବହୁତ ପ୍ରଶଂସକ ଖୁବ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri