ଗୋଟିଏ ଫିଲ୍ମରେ ଡେବ୍ୟୁ: ହେଲେ କିଏ ହୋଇଛନ୍ତି ସଫଳ, କିଏ ଚାଖିଛନ୍ତି ବିଫଳତାର ସ୍ବାଦ

ବମ୍ବେ: ଗୋଟିଏ ଫିଲ୍ମରୁ କ୍ୟାରିଅର ଆରମ୍ଭ। ହେଲେ କିଏ ହୋଇଛନ୍ତି ସଫଳ ଆଉ କିଏ ଚାଖିଛନ୍ତି ବିଫଳତାର ସ୍ବାଦ। ବଲିଉଡରେ ସେଭଳି କିଛି କଳାକାରଙ୍କୁ ଯଦି ଦେଖାଯାଏ, ତେବେ ଫିଲ୍ମ ‘ଷ୍ଟୁଡେଣ୍ଟ ଅଫ୍‌ ଦ ଇଅର୍‌’ରୁ ଏକାସହ କ୍ୟାରିଅର ଆରମ୍ଭ କରିଥିବା ସିର୍ଦ୍ଧାର୍ଥଙ୍କୁ ପଛରେ ପକାଇ ଆଲିଆ ଏବଂ ବରୁଣ ଆଗକୁ ବଢ଼ିଚାଲିଛନ୍ତି। ୨୦୧୨ରେ ଫିଲ୍ମ ‘ଇସକ୍‌ଜାଦେ’ରୁ ନିଜର ଅଭିନୟ ଜୀବନ ଆରମ୍ଭ କରିଥିବା ପରିଣୀତି ଓ ଅର୍ଜୁନ ଏବେ ବି ଫ୍ଲପ୍‌ ତାରକା ଭାବେ ପରିଗଣିତ ହେଉଛନ୍ତି। ଅଭିଷେକ ବଚ୍ଚନ ଏବଂ କରିନୀ କପୁରଙ୍କ ମଧ୍ୟରୁ କରିନା ଏବେ ସଫଳତାର ଶୀର୍ଷରେ। ରଣବୀର ଏବଂ ସୋନମଙ୍କ ମଧ୍ୟରୁ ରଣବୀର ଏବେ ବଲିଉଡ୍‌ର ହିଟ୍‌ ନାୟକ ପାଲଟିସାରିଛନ୍ତି। ହେଲେ ସୋନମ ସେତେଟା କମାଲ କରିପାରିନାହାନ୍ତି। ‘କହୋ ନା ପ୍ୟାର ହୈ’ରୁ ଡେବ୍ୟୁ କରିଥିଲେ ହେଁ ହ୍ରିତିକ୍‌ଙ୍କ ଭଳି ଅମିଷା ସେତେଟା ସଫଳ ହୋଇପାରିନାହାନ୍ତି। ସେହିଭଳିୁ ଫିଲ୍ମ ‘ହିରୋପନ୍ତି’ରୁ ଡେବ୍ୟୁ କରିଥିବା ଟାଇଗର ଏବଂ କୃତି ସେନନ୍‌ ଉଭୟେ ହିଟ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ରଣବୀର ସିଂହଙ୍କୁ ହତ୍ୟା ନୁହେଁ, ଏମିତି ଧମକ ଦେଲେ ବିଷ୍ନୋଇ ଗ୍ୟାଙ୍ଗ, କହିଲେ..

ମୁମ୍ବାଇ,୧୩।୨: ଚଳଚ୍ଚିତ୍ର ନିର୍ମାତା ରୋହିତ ଶେଟ୍ଟୀଙ୍କ ଘର ବାହାରେ ଗୁଳିକାଣ୍ଡ ପରେ, ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ବଲିଉଡ ଅଭିନେତା ରଣବୀର ସିଂହ ଏବଂ ରୋହିତ ଶେଟ୍ଟୀଙ୍କୁ ଏକ…

ଚମତ୍କାର ଅଭିନୟ ପରେ MBBS ଡିଗ୍ରୀ ହାସଲ କଲେ ଏହି ଅଭିନେତ୍ରୀ: ଚାରିଆଡ଼ୁ ପ୍ରଶଂସା

‘ପୁଷ୍ପା-୨’ର ଆଇଟମ ଗୀତଟି ବହୁତ ହିଟ ହୋଇଥିଲା। ଏଥିରେ ଅଭିନୟ କରିଥିବା ନାୟିକା ରାତାରାତି ନ୍ୟାଶନାଲ କ୍ରଶ୍‌ ପାଲଟିଯାଇଥିଲେ। ଏହି ସୁନ୍ଦରୀ ଆଉ କେହି ନୁହଁନ୍ତି, ସେ…

ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ…

ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ରାଜପାଲ ଯାଦବଙ୍କୁ ସହାୟତାର ହାତ ବଢ଼ାଇଲେ ସଲମାନ ଓ ଅଜୟ, ଗୁରୁବାର ଜାମିନ ଶୁଣାଣି

ମୁମ୍ବାଇ,୧୧।୨: ବିଷଣ ଆର୍ଥିକ ସଂକଟରେ ଫସିଥିବା ରାଜପାଲ ଯାଦବଙ୍କୁ ସହଯୋଗ ପାଇଁ ଆଗେଇ ଆସିଛି ବଲିଉଡ। ଚେକ୍-ବାଉନ୍ସ ମାମଲାରେ ୬ ମାସର ଜେଲ ଦଣ୍ଡାଦେଶ ପରେ ଗତ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri