Posted inଜାତୀୟ

ଗୋଟିଏ ମିନିଟ୍‌ରେ ୬ହଜାର ୫ ଶହ ଗଛ ଲଗାଇ ଇତିହାସ ରଚିଲା ତ୍ରିପୁରା

ଅଗରତାଲା,୨୨।୬: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ଉପସ୍ଥିତିରେ ଚାଲିଥିବା ବୃକ୍ଷରୋପଣ ଅଭିଯାନରେ ଗୋଟିଏ ମିନିଟ୍‌ରେ ପ୍ରାୟ ୬ ହଜାର ୫ ଶହ ବୃକ୍ଷରୋପଣ କରି ତ୍ରିପୁରା ଇତିହାସ ରଚିଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ତ୍ରିପୁରାବାସୀ ଓ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତ୍ରିପୁରାକୁ ସବୁଜ ପ୍ରଦେଶ ବନାଇବାରେ ଏହା ବେଶ୍‌ ସହାୟକ ହେବ ବୋଲି ସେ କହିଛନ୍ତି। ଦିନକୁ ଦିନ ପୃଥିବୀର ତାପମାତ୍ରା ବୃଦ୍ଧି ପାଉଥିବାରୁ ସମସ୍ତେ ଗଛଟିଏ ଲଗାଇବା ଜରୁରୀ ବୋଲି ସେ କହିଛନ୍ତି। ସେଥିପାଇଁ ତ୍ରିପୁରା ସରକାର ଏହି ବୃକ୍ଷ ରୋପଣ ଅଭିଯାନ ଆରମ୍ଭ କରିଛନ୍ତି। ତେବେ ରାସ୍ତା କଡରେ ରହୁଥିବା ପାଖାପାଖି ୨ଲକ୍ଷ ଲୋକଙ୍କ ଘର ବାହାରେ ଗଛ ଲଗାଇଲେ ମାସକୁ ୨ଶହ ଟଙ୍କା ପ୍ରଦାନ କରାଯିବ। ସୂଚନାଯୋଗ୍ୟ, ଶନିବାର ତ୍ରିପୁରାର ଗୋମତି ଜିଲାରେ ପ୍ରଶାସନ ଓ ବନ ବିଭାଗ ସହଯୋଗରେ ବନ ମହୋତ୍ସବର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ ଯୋଗ ଦେଇ ଗଛର ଉପକାରିତା ଓ ବୃକ୍ଷରୋପଣ ଭଳି ନୂଆ ଯୋଜନା ସମ୍ପର୍କରେ ଅବଗତ କରାଇଥିଲେ। ଏଥିରେ ବନ ବିଭଗର ବହୁ ଅଧିକାରୀ ମଧ୍ୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri