Posted inଅପରାଧ

ଗୋଡ଼ାଇ ଗୋଡ଼ାଇ ହାଣିଲେ, ଯୁବକ ଗୁରୁତର

ବୋଲଗଡ଼,୨୨।୭(ଡି.ଏନ୍‌.ଏ.): ବୋଲଗଡ଼ ଥାନା ବାଙ୍କୋଇ ଫାଣ୍ଡି ସାନକୁମାରୀ ମଙ୍ଗଳା ମନ୍ଦିର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାନକୁୁମାରୀ ଗ୍ରାମର ଗଣେଷ ଖଣ୍ଡାଇ(୨୫)ଙ୍କୁ କେହି ଅଜଣା ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ହାଣି ଥିବା ନେଇ ଫାଣ୍ଡି ପୋଲିସ ପକ୍ଷରୁ ସୂଚନା ମିଳିଛି। ଗୁରୁତର ଗଣେଷ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ସୂଚନାନୁଯାୟୀ, ଗଣେଷ ବିଳମ୍ବିତ ରାତିରେ ଗ୍ରାମ ନିକଟ ମନ୍ଦିର ନିକଟରେ ଥିଲେ। ଏହି ସମୟରେ କେହି ଦୁର୍ବୃତ୍ତ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଜୀବନ ବଞ୍ଚାଇବାକୁ ସେ ଘରକୁ ଦୌଡ଼ି ପଳାଇବାକୁ ଚେଷ୍ଟା କରିଥିଲେ। ହେଲେ ତାଙ୍କ ମୁହଁ, ଛାତି ଏବଂ ହାତରେ ଗଭୀର ଆଘାତ ଲାଗିଛି। ସେ ଗୁରୁତର ଥିବାରୁ ଆକ୍ରମଣକାରୀଙ୍କ ବିଷୟରେ କୌଣସି ସୂଚନା ଦେଇପାରିନାହାନ୍ତି। ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

​ମା’ ସହ ଅବୈଧ ସମ୍ପର୍କ ସନ୍ଦେହ ହେଲା କାଳ, ଯୁବକଙ୍କୁ ସାଇକେଲ୍ କ୍ରାଙ୍କରେ ପିଟି ପିଟି ନିର୍ମମ ହତ୍ୟା

​ଝାରସୁଗୁଡା,୨୦ା୫(ଆଶିଷ ରଞ୍ଜନ ଦାଶ): ପରକୀୟା ପ୍ରୀତି ସନ୍ଦେହକୁ କେନ୍ଦ୍ର କରି ଝାରସୁଗୁଡା ଜିଲାରେ ଏକ ଅଭାବନୀୟ ତଥା ହୃଦୟବିଦାରକ ହତ୍ୟାକାଣ୍ଡ ଘଟିଯାଇଛି । ମା’ ଅନ୍ୟ ଜଣେ…

ଗାଧୋଇ ଯିବାବେଳେ ଯୁବକଙ୍କୁ ପକାଇଥିଲେ କଟୁରି ଚୋଟ, ଆଜି ଜେଲ୍‌ ଗଲେ

ଦିଗପହଣ୍ଡି,୨୦ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ବଡ଼ସାହିର ଦୀପକ ସେଠୀଙ୍କ କଟୁରି ଚୋଟରେ ପଡ଼ୋଶୀ ଡି.ବିଜୟ(୪୫) ମଙ୍ଗଳବାର ସକାଳେ ଗୁରୁତର ହୋଇଥିଲେ। ପୂର୍ବାହ୍ନ…

ଯୌତୁକ  ନିର୍ଯ୍ୟାତନା ସହି ନ ପାରି ବିଷ ପିଇ ଦେଲେ ମହିଳା: ମୃତଦେହ ଜବତ

ଦିଗପହଣ୍ଡି ,୧୯|୫(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣା ଙ୍କ ଝିଅ ଉଷାରାଣୀ ମହାରଣା…

୧୬ ଦିନର ଛାତିଥରା ଘଟଣା… ନାବାଳିକାଙ୍କୁ ଅପହଣ ପରେ ନିଶା ଇଞ୍ଜେକ୍ସନ ଦେଇ ଗଣବଳାତ୍କାର, ପ୍ରତିବାଦ କରିବାରୁ ସିଗାରେଟ ଚେଙ୍କ

ଲକ୍ଷ୍ନୌ,୧୯।୫: ଉତ୍ତର ପ୍ରଦେଶର ମହୋବାରେ, NEET ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ରୀଙ୍କୁ ଅପହରଣ ପରେ ୧୬ ଦିନ ଧରି ଗଣବଳାତ୍କାର କରାଯାଇଥିବା ନେଇ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri