ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବ ଅନୁମୋଦନ, ଉପକୃତ ହେବେ ତାଲିକାଭୁକ୍ତ ୬,୦୧୧ ସାମ୍ବାଦିକ

ଭୁବନେଶ୍ୱର,୧।୬(ବ୍ୟୁରୋ): କର୍ମଜୀବୀ ସାମ୍ବାଦିକମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନାର ନବୀକରଣ ପ୍ରସ୍ତାବକୁ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ଅନୁମୋଦନ କରିଛନ୍ତି। ଶୁକ୍ରବାର ଦାସ ପ୍ରଥମ କାର୍ଯ୍ୟଦିବସରେ ଲୋକସମ୍ପର୍କ ଭବନସ୍ଥିତ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ପ୍ରକାଶଯୋଗ୍ୟ, ଗୋପବନ୍ଧୁ ସ୍ବାସ୍ଥ୍ୟବୀମା ଯୋଜନା ରାଜ୍ୟର କର୍ମଜୀବୀ ସାମ୍ବାଦିକମାନଙ୍କ ସ୍ବାସ୍ଥ୍ୟ, ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟକାରୀ ହୋଇଛି। ମନ୍ତ୍ରୀଙ୍କ ଅନୁମୋଦନ ପରେ ରାଜ୍ୟର ତାଲିକାଭୁକ୍ତ ୬୦୧୧ଜଣ କର୍ମଜୀବୀ ସାମ୍ବାଦିକଙ୍କୁ ଏହି ଯୋଜନାର ସୁବିଧା ଅବିଚ୍ଛିନ୍ନ ଭାବେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

ସାଇବର ଠକେଇ ଅଭିଯୋଗରେ ୩ ଗିରଫ : ଅଭିଯୁକ୍ତଙ୍କ ନିକଟରୁ ଜବତ ହେଲା…

ଆନନ୍ଦପୁର,୯।୧୨(ସୁଶାନ୍ତ କୁମାର ସାହୁ): ପୃଥକ ଦୁଇଟି ମାମଲାରେ ୩ ଜଣ ସାଇବର ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଗୋଟିଏ ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri