ଗୋପରେ ବନ୍ଦର ଆଶିଂକ ପ୍ରଭାବ

ଗୋପ,୮।୧(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ସମ୍ମୁଖରେ ବୁଧବାର ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଓ ସିପିଆଇ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି। ଏଥିରେ ସିପିଆଇ ନେତା ମନୋଜ କୁମାର ପରିଡ଼ା, ପବିତ୍ର କୁମାର ଦାସ ଯୋଗ ଦେଇ ଦରଦାମ ବୃଦ୍ଧି ସହିତ ୧୨ ଦଫା ଦାବିକୁ ନେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଥିଲେ। ପରେ ଶତାଧିକ ଅଙ୍ଗନବାଡ଼ି କର୍ମୀ ଗୋପ ବଜାର ପରିକ୍ରମା କରିଥିଲେ। ଭାରତ ବନ୍ଦର ପ୍ରଭାବ ଗୋପ ବ୍ଲକ ଅଞ୍ଚଳରେ ଆଶିଂକ ପ୍ରଭାବ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଦୀ ଭିତରେ ମାଡ଼ିଗଲାଣି ବୁଦାଳିଆ ଜଙ୍ଗଲ,ସୁରକ୍ଷା ପ୍ରତି ସରକାରଙ୍କ ନଜର ନାହିଁ

ବଡ଼ଗାଁ,୩୦ା୫(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା, ବଡ଼ଗାଁ, ଫୁଲବାରୀ ଓ ଭୋଇପାଲି ପଞ୍ଚାୟତର କେତେକ ଗ୍ରାମ ନିକଟ ଦେଇ ପ୍ରବାହିତ ସଫେଇ ନଦୀ…

କଳା ଅନ୍ଧାର କରି ମାଡ଼ିଆସିଲା କାଳବୈଶାଖୀ: ଉଡାଇନେଲା ଛପର, ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି….

କଲ୍ୟାଣସିଂହପୁର, ୩୦।୫(ଦୀପକ କୁମାର ପରିଡା): ରାୟଗଡା ଜିଲାର କଲ୍ୟାଣସିଂହପୁର ବ୍ଲକ୍ ସଦରରେ ଶୁକ୍ରବାର ରାତିରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଜୋରଦାର ପବନ ଓ ବର୍ଷାର ପ୍ରଭାବରେ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କାର ଚାଳକ ଗୁରୁତର

ନନ୍ଦପୁର/ପାଡୁଆ,୩୦ା୫ (ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର-ହାଣ୍ଡିପୁଟ ସଂଯୋଗୀ ଏମ୍‌ଡିଆର ୫୫ ରାସ୍ତାର ଭେଜା ରେଳ ଷ୍ଟେଶନ ନିକଟ ରାସ୍ତାରେ ଏକ ବିଦ୍ୟୁତ୍‌ ଖୁଣ୍ଟକୁ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବିରଳ ଅସ୍ତ୍ରୋପଚାର: ୭ ମାସ ଶିଶୁ ଗିଳିଥିଲା କ୍ଲଚର, ତଣ୍ଟିରୁ ବାହାରକଲେ…

କୋରାପୁଟ,୩୦ା୫(ଅମିତାଭ ବେହେରା):କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଜଣେ ୭ ମାସର ଶିଶୁଙ୍କ ଅସ୍ତ୍ରୋପଚାର କରାଯାଇ ତାଙ୍କ ତଣ୍ଟିରୁ ଏକ ମୁଣ୍ଡ କ୍ଲିପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri