ଗୋପାଳପୁର ବନ୍ଦରରେ ସାମାଜିକ ଦୂରତ୍ୱ ସହ ଶ୍ରମିକ ଦିବସ ପାଳିତ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଗୋପାଳପୁର ବନ୍ଦର ଶ୍ରମିକ ସଙ୍ଗଠନ ତରଫରୁ ବନ୍ଦରରେ ଶୁକ୍ରବାର ପ୍ରଶାନ୍ତ କୁମାର କରଙ୍କ ନେତୃତ୍ୱରେ ସାମାଜିକ ଦୂରତ୍ୱ ସହ ଶ୍ରମିକ ଦିବସ ପାଳିତ ହୋଇଯାଇଛି। ଲକ୍‌ଡାଉନ ପରିପ୍ରେକ୍ଷୀରେ ଶ୍ରମିକ ଦିବସ ନିରାଡମ୍ବରରେ ପାଳିତ ହୋଇଥିଲା। ବକ୍ତାମାନେ ଏହି ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ କହିବା ସହ କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସଚେତନ କରାଇଥିଲେ। ମାସ୍କ ପିନ୍ଧିବା ଓ ସାମାଜିକ ଦୂରତ୍ୱ ରକ୍ଷା କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri