ଗୋପିକା ବର୍ମା ପାଇବେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର, ୨୪।୨ (ବ୍ୟୁରୋ):ଗୁରୁ ପଙ୍କଜ ଚରଣ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନ, ରାଜ୍ୟ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ମାର୍ଚ୍ଚ ୧୭ରୁ ରବୀନ୍ଦ୍ର ମଣ୍ଡପଠାରେ ‘ଗୁରୁ ପଙ୍କଜ ଉତ୍ସବ ଓ ମାହାରୀ ସମ୍ମାନ ପ୍ରଦାନ ଉତ୍ସବ’ ଆୟୋଜିତ ହେବ। ତିନିଦିନ ଧରି ଚାଲିଥିବା ଥିବା ଏହି ଉତ୍ସବରେ ଚେନ୍ନାଇର ମୋହିନୀ ଆଟମ୍‌ ନୃତ୍ୟଶିଳ୍ପୀ ଗୋପିକା ବର୍ମାଙ୍କୁ ‘ମାହାରୀ ସମ୍ମାନ’ ପ୍ରଦାନ କରାଯିବ। ସମ୍ମାନ ବାବଦକୁ ୫୦ହଜାର ଟଙ୍କା, ମାନପତ୍ର ଓ ଫଳକ ପ୍ରଦାନ କରାଯିବ। ପ୍ରଥମ ସନ୍ଧ୍ୟାରେ ୪ଜଣ ଶିଳ୍ପୀ ବେହେଲା ବାଦକ ଗୁରୁ ରମେଶ ଚନ୍ଦ୍ର ଦାସଙ୍କୁ ‘ବୀଣାକାର’, ମର୍ଦ୍ଦଳ ବାଦକ ଗୁରୁ ଶରତ ଚନ୍ଦ୍ର ରଥଙ୍କୁ ‘ମାଦେଳୀ’, ନୃତ୍ୟ ଶିଳ୍ପୀ ସିକା ଦାସଙ୍କୁ ‘ନାଚୁଣୀ ସମ୍ପ୍ରଦା’ ଓ ଗାୟକ ନିମକାନ୍ତ ରାଉତରାଏଙ୍କୁ ‘ଗାଉଣୀ ସମ୍ପ୍ରଦା’ ଉପାଧି ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ବିଧାନସଭା ପ୍ରାର୍ଥୀ: ଘସିପୁରାରୁ ଲଢିବେ…

ଭୁବନେଶ୍ୱର,୨।୫: ଭାଜପା ଗୁରୁବାର ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ,...

”ମୁଁ ନବୀନ ପଟ୍ଟନାୟକଙ୍କ ମହାନ ମୂଲ୍ୟବୋଧର ଉତ୍ତରାଧିକାରୀ”: କାର୍ତ୍ତିକ ପାଣ୍ଡିଆନ୍

ଭୁବନେଶ୍ୱର,୨ା୫: ଓଡ଼ିଶାରେ ତୀବ୍ର ରାଜନୈତିକ ମାହୋଲ ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ତଥା ଫାଇଭ ଟି ଅଧ୍ୟକ୍ଷ ଏବଂ ନବୀନ ଓଡ଼ିଶା ଚେୟାରମ୍ୟାନ...

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, କଟକ ବାରବାଟୀରୁ ଲଢିବେ…

ଭୁବନେଶ୍ୱର,୨।୫: ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା। ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ନାମାଙ୍କନପତ୍ର ଦାଖଲ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର,୨ା୫: ସମ୍ବଲପୁର ଲୋକସଭା ଆସନ ଲାଗି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସମର୍ଥକଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ...

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି...

ବିଜେଡି ଛାଡ଼ିଲେ ଅନୁଭବ ପଟ୍ଟନାୟକ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri