ଗୋବରୀ ନଦୀରେ ବୁଡ଼ି ଯୁବତୀ ମୃତ

ମହାକାଳପଡ଼ା, ୨୭।୧୦ (ଡି.ଏନ୍‌.ଏ.)-ମହାକାଳପଡ଼ା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଗୋବରୀ ନଦୀରେ ବୁଡ଼ି ରବିବାର ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବ୍ଲକ ଅଧୀନ ଅଳାଇଲୋ ପଞ୍ଚାୟତ ଅଧୀନ ଓଳିଆ ନୀଳକଣ୍ଠପୁର ଗ୍ରାମର ନିର୍ମଳା ମଲ୍ଲିକ (୨୪)। ନିର୍ମଳା ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟା ବେଳେ ଗୋବରୀ ନଦୀରେ ବାସନ ଧୋଉ ଥିବା ବେଳେ ଅସାବଧାନତା ଯୋଗୁ ତାଙ୍କ ଗୋଡ଼ ଖସି ଯାଇଥିଲା। ବହୁ ଖୋଜା ଖୋଜି ପରେ ସେହି ସ୍ଥାନରୁ କିଛି ଦୂରରୁ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ଗଛରେ ପିଟିହେଲା ବାଇକ୍‌: ଜଣଙ୍କ ଜୀବନ ଗଲା, ୨ ଗୁରୁତର

ପରଜଙ୍ଗ,୧୭ା୬(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ୍‌ ଥାନା କମର-ପଙ୍ଗାତିରା ପୂର୍ତ୍ତ ବିଭାଗ ରାସ୍ତାର କୁଟୁରିଆ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ଗଛରେ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri