ଗୋରୁ ବୋଝେଇ ଟ୍ରକ୍‌ ଜବତ: ୧୨ ଗିରଫ

ରାଜନଗର, ୧୯।୧୦(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର-ଗୁପ୍ତି ରାସ୍ତାର ତିଅର ଛକ ନିକଟରୁ ଶନିବାର ଭୋରରେ ରାଜନଗର ଓ ପଟ୍ଟାମୁଣ୍ଡାଇ ପୋଲିସ ଚଢ଼ାଉକରି ଗୋଟିଏ ଗୋରୁ ବୋଝେଇ ଟ୍ରକ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ଭଦ୍ରକ ପୁରୁଣା ଥାନା ଅଞ୍ଚଳର ୧୨ ଜଣଙ୍କୁ ପୋଲିସ ଗିରଫ କରିଛି। ଟ୍ରକ୍‌ରେ ୩୦ରୁ ଊର୍ଦ୍ଧ୍ୱ ଗୋରୁ ଅଛନ୍ତି। ସେଥିରୁ ୭ ଷଣ୍ଢ ଓ ଗାଈର ମୃତ୍ୟୁ ଘଟିଥିବା ବେଳେ ୪ ଗୋରୁ ଚିକତ୍ସାଧୀନ ଥିବା ଜଣାପଡ଼ିଛି। ଏ ନେଇ ଥାନାରେ କେସ୍‌ ନଂ. ୨୦୦/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri