ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍‌ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ହଳଦୀପଦା ଫାଣ୍ଡି ଅଧିକାରୀ ବଦ୍ରିଶଙ୍କର ଷଣ୍ଢ ପହଞ୍ଚତ୍ ଘଟଣାର ତଦନ୍ତ ଜାରି ରଖିଛନ୍ତି।
ରୂପ୍‌ସା ଥାନା ଆଗମୌଦା ଗ୍ରାମର ଗୋରୁ ବ୍ୟବସାୟୀ ଭିକାରୀ ଚରଣ ପ୍ରଧାନ ବାରିକପୁର ହାଟରୁ ବ୍ୟବସାୟ କରି ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ବାଇକ୍‌ ଡିକିରେ ୧ଲକ୍ଷ ୭୦ହଜାର ଟଙ୍କା ଥିଲା ବୋଲି ସେ କହିଛନ୍ତି। ନିଧିପଣ୍ଡା ଛକ ନିକଟରେ ଏକ ପଲସରରେ ୩ଜଣ ଦୁର୍ବୃତ୍ତ ତାଙ୍କୁ ଅଟକାଇ ମୁଣ୍ଡକୁ ଭୁଜାଲି ମାଡ଼ କରିଥିଲେ। ଭୟଭୀତ କରାଇ ଭିକାରୀଙ୍କ ବାଇକ୍‌ ସହ ଟଙ୍କା ନେଇ ଆଖି ପିଛୁଳାକେ ଚମ୍ପଟ ମାରିଥିଲେ। ଆହତ ଭିକାରୀ ମୋବାଇଲ ଯୋଗେ ଗାଁ ଲୋକଙ୍କୁ ଖବର ଦେଇଥିଲେ। ଗ୍ରାମବାସୀ ପହଞ୍ଚତ୍ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ପୋଲିସ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରାଯିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri