ଗୋଷ୍ଠୀ ସଂକ୍ରମଣ ଭୟ: ଗଞ୍ଜାମ ମିନି ଷ୍ଟାଡିୟମରେ ଖୋଲିବ ମାଛ, ମାଂସ ଦୋକାନ

ଗଞ୍ଜାମ,୧୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏ ନେଇ ପ୍ରଶାସନର ଚିନ୍ତାବଢ଼ୁଛି । କରୋନା ସମ୍ପର୍କିତ ଏକ ବୈଠକ ମଙ୍ଗଳବାର ଏନ୍‌ଏସି କନ୍‌ଫରେନ୍ସ ହଲରେ ଅନୁଷ୍ଠିତ ହୋଇଥିଲା । ତହସିଲଦାର ଅବନୀ କୁମାରଙ୍କ ସାହୁ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କରୋନା ସ୍ଥିତି ଅସମ୍ଭାଳ ଯୋଗୁ ପରିବା ଓ ମାଛ, ମାଂସ ଷ୍ଟାଡିୟମରେ ବିକ୍ରି ହେବାପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ଆସନ୍ତା ଡିସେମ୍ବର ମାସ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ଜଣାପଡିଛି। ଫଳରେ ବଜାରରେ ଗହଳି ହେବ ନାହିଁ । ଏଥିସହିତ ଗୋଷ୍ଠୀ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି । ବୈଠକରେ ଅତିରିକ୍ତ ତହସିଲଦାର ସନାତନ ମହାଳିକ, ଏସଆଇ ସୁକାନ୍ତ ପ୍ରଧାନ, ବଣିକ ସଙ୍ଘ ସଭାପତି ଗୌରୀ ଶଙ୍କର ବାରିକ, ସମ୍ପାଦକ କାହ୍ନୁ ଚରଣ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ...

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri