ପାତ୍ରପୁର,୨୦ା୫(ଡି.ଏନ୍.ଏ.)- ଜରଡ଼ା ଥାନା ଗୋପାଳପଲ୍ଲୀ ଗ୍ରାମରେ ସୋମବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଉଭୟ ପକ୍ଷରୁ ୫ ଜଣ ଆହାତ ହୋଇଛନ୍ତି। ପୂର୍ବରୁ ଶ୍ରୀରାମ ନବମୀବେଳେ ଉଭୟ ଗୋଷ୍ଠୀ ଦର୍ଶନ ପାଇଁ ମାର୍ପିଟ ହୋଇ ୮ରୁ ଉର୍ଦ୍ଧ୍ୱ ଆହାତ ହୋଇଥିଲେ। ସୋମବାର ରାତିରେ କଥାକଟାକଟିକୁ ନେଇ ପୁଣି ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ପୋଲିସ ପହଞ୍ଚତ୍ ୧୪ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଥାନା ଅଧିକାରୀ ମୃତ୍ୟୁଞ୍ଜୟ ସ୍ବାଇଁ କହିଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…
ଭୟଙ୍କର ଦୁର୍ଘଟଣା; ଟ୍ରକ୍-ବାଇକ୍ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର
ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍-ବାଇକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…
କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…
ଅକ୍ଟୋବର ୮ରେ ଓଡ଼ିଶା ବନ୍ଦ, ସଫଳ କରିବାକୁ ଛତ୍ରପୁରରେ ପଥପ୍ରାନ୍ତ ସଭା
ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ): ଏମଏମଡ଼ିଆର ସଂଶୋଧିତ ଅଧିନିୟମ ତୁରନ୍ତ ରଦ୍ଦ କରିବା, ମୁଖ୍ୟ ନିର୍ବାଚନ ଅଧିକାରୀ ଜ୍ଞାନେସ କୁମାରଙ୍କ ବହିଷ୍କାର ଓ ଗିରଫଦାରୀ, ଏସଆଇଆର ପ୍ରତ୍ୟାହାର କରିବା, ଗଣଶିକ୍ଷା…
ରଣଜୀ ଟିମ୍ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ
ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…
ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା
ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…
ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା
ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…
ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍ ଇଞ୍ଜିନ ସରକାରରେ…
ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

