Posted inଜାତୀୟ

ଗୌରୀ ଲଙ୍କେଶଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୦।୧: ସାମ୍ବାଦିକା ଗୌରୀ ଲଙ୍କେଶଙ୍କ ହତ୍ୟା ମାମଲାରେ ଏସ୍‌ଆଇଟି ଟିମ୍‌କୁ ବଡ଼ ସଫଳତା ମିଳିଛି। ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ୪୪ବର୍ଷୀୟ ଋଷିକେଶ ଦେଭଡିକର୍‌ଙ୍କୁ ପୋଲିସ ଝାଡଖଣ୍ଡ ଧାନବାଦ ଜିଲାର କତରାସ୍‌ରୁ ଗିରଫ କରିଛି। ଋଷିକେଶ ନିଜର ପ୍ରକୃତ ପରିଚୟ ଗୋପନ ରଖି ବ୍ୟବସାୟୀ ପ୍ରଦୀପ ଖେମକାଙ୍କ ପେଟ୍ରୋଲ ପମ୍ପରେ କାର୍ଯ୍ୟରତ ଥିବା ନେଇ ପୋଲିସ ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ପାଇଥିଲା। ଏହାପରେ ସେଠାରେ ଚଢ଼ାଉ କରି ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଋଷିକେଶଙ୍କୁ ଶୁକ୍ରବାର କୋର୍ଟରେ ହାଜର କରାଯିବ। ସେ ଗୌରୀ ଲଙ୍କେଶଙ୍କୁ ହତ୍ୟା ପାଇଁ ଷଡ଼ଯନ୍ତ୍ର କରିଥିଲେ ବୋଲି ଏସଆଇଟି ବିଶ୍ୱସ୍ତ ସୂତ୍ରରୁ ଜାଣିବାକୁ ପାଇଛି। ସୂଚନାଯୋଗ୍ୟ, ୨୦୧୭ ସେପ୍ଟେମ୍ବର ୫ ବେଙ୍ଗାଲୁରୁରେ ଗୌରୀ ଲଙ୍କେଶଙ୍କୁ ହତ୍ୟା କରାଯାଇଥିଲା। ଏହାପରଠାରୁ ଋଷିକେଶ ଫେରାର ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri