ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ମହୁଡ଼ା ଗ୍ରାମ ନିକଟ ଶେଖାଓ୍ବତ ଗ୍ରାନାଇଟ କମ୍ପାନୀ କର୍ମଚାରୀଙ୍କୁ ଦାଦାବଟି ଲାଗି କରାଯାଇଥିବା ଆକ୍ରମଣ ଘଟଣାରେ ଶୁକ୍ରବାର ଦିଗପହଣ୍ଡି ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରି ବ୍ରହ୍ମପୁର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ମହୁଡା ଛାଞ୍ଚଡା ପଲ୍ଲୀ ଗ୍ରାମର ଅଜୟ ଲେଙ୍କା, ଲାଠୀ ଗ୍ରାମର ଶିବଗୌଡ। କେସ ନଂ. ୧୨୭/୧୯ରେ ଜାମିନ ନାମଞ୍ଜୁର ହେବାରୁ ଉଭୟଙ୍କୁ ବ୍ରହ୍ମପୁର ଜେଲକୁ ପଠାଇ ଦିଆଯାଇଛି।
ଏସ୍‌ ଆଇ ମଧୁସ୍ମିତା ପ୍ରଧାନଙ୍କ ସୂଚନାନୁଯାୟୀ, ଗତ ଜୁଲାଇ ୧୪ ତାରିଖ ରାତିରେ କଳାମୁଖାଧାରୀ ଦୁର୍ବୃତ୍ତ କମ୍ପାନୀ ଭିତରକୁ ପଶି ବ୍ୟାପକ ଭଙ୍ଗାରୁଜା କରିଥିଲେ। ପ୍ରତିବାଦ କରିବାରୁ କମ୍ପାନୀ ମାଲିକଙ୍କ ଭଣଜା ତଥା ମ୍ୟାନେଜର ଦେବୀ ସିଂ ଏବଂ ରାତି ଜଗୁଆଳ ବୁଡ଼ୁ ସେଠୀଙ୍କୁ ୫୦ ହଜାର ଦାଦା ବଟି ମାଗିଥିଲେ। ତେବେ ସେମାନେ ଟଙ୍କା ଦେବା ଲାଗି ମନା କରିବାରୁ ଉଭୟଙ୍କୁ ଖଣ୍ଡାରେ ଆକ୍ରମଣ କରି ଫେରାର ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri