ଗ୍ରାମବାସୀଙ୍କୁ ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସଂକ୍ରମଣରୁ ବର୍ତ୍ତିକା ପାଇଁ ସଚେତନତା ହିଁ ଏକମାତ୍ର ମାଧ୍ୟମ । ସମସ୍ତେ ସଚେତନ ସହ ପ୍ରତି ମୁହୂର୍ତ୍ତରେ ସତର୍କ ରହିଲେ ସଂକ୍ରମଣରୁ ରକ୍ଷା ପାଇପାରିବେ । ଗ୍ରାମାଞ୍ଚଳର ସମସ୍ତ ବାସିନ୍ଦାଙ୍କୁ ଏ ନେଇ ଅବଗତ କରାଇ ସଚେତନତା ବାର୍ତ୍ତା ଦେବା ସମ୍ପର୍କିତ ଏକ ବୈଠକ ରବିବାର ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ସ୍ୱାସ୍ଥ୍ୟକର୍ମୀ ସସ୍ମିତା ସାହୁ, ନାରାୟଣ ଦେହୁରୀ, ବଇଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ବାମଦେବ ପ୍ରଧାନ, ଅଙ୍ଗନୱାଡି କର୍ମୀ ଗୀତା ପ୍ରଧାନ, ସବିତା ସେନାପତି, ମନ୍ଦାକିନି ବିଳାସ, ସସ୍ମିତା ଦେହୁରୀ, ଆଶା କର୍ମୀ ମମତା ପାତ୍ର, ସୁମିତ୍ରା ବେହେରା, ୱାର୍ଡମେମ୍ବର ଶଙ୍କର ଦାସ, ସୁଶୀଳ ଦାସ ପ୍ରମୁଖ ଯୋଗଦେଇଥିଲେ । ବିଶେଷ କରି ପରିଷ୍କାର ପରିଚ୍ଛନ ରହିବା ସହ ସର୍ବଦା ସାମାଜିକ ଦୂରତ୍ୱ ବଜାୟ ରଖିବା ଉପରେ ଲୋକଙ୍କୁ ସଚେତନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri