Posted inଜାତୀୟ

ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଜରୁରୀ: ମୋଦି

ବେଙ୍ଗାଲୁରୁ, ୩।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କର୍ନାଟକ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଭାରତୀୟ ବିଜ୍ଞାନ କଂଗ୍ରେସର ୧୦୭ତମ ସମ୍ମିଳନୀରେ ଯୋଗଦେଇ ଗ୍ରାମୀଣ ବିକାଶରେ ଜ୍ଞାନକୌଶଳର ଉପଯୋଗ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଜ୍ଞାନକୌଶଳ ଉପଯୋଗକୁ ବ୍ୟାପକ କରିବା ନେଇ ଯୁବ ବୈଜ୍ଞାନିକଙ୍କୁ ପ୍ରଧାନମନ୍ତ୍ରୀ ଆହ୍ବାନ ଜଣାଇଛନ୍ତି। ଭାରତ ମହାକାଶ ଗବେଷଣାରେ ବେଶ୍‌ ଅଗ୍ରଗତି କରିଥିବାବେଳେ ସମୁଦ୍ର ତଳର ରହସ୍ୟ ଉନ୍ମୋଚନ ପାଇଁ ଲଗାତାର ପ୍ରୟାସ ଜାରି ରଖିଥିବା ସେ କହିଛନ୍ତି। ସାମୁଦ୍ରିକ ଶକ୍ତିର ବିକାଶ ସହିତ ଏହି ସମ୍ପଦର ବହୁଳ ବ୍ୟବହାର ଭବିଷ୍ୟତର ବହୁବିଧ ଚାହିଦାକୁ ପୂରଣ କରିବାକୁ ସକ୍ଷମ ହେବ ବୋଲି ସେ କହିଛନ୍ତି। ତେବେ କୃଷି କ୍ଷେତ୍ରରେ ଜ୍ଞାନକୌଶଳ ଉପଯୋଗ ଦ୍ୱାରା ଏକ ନୂତନ କ୍ରାନ୍ତି ଅଣାଯିବାର ଆବଶ୍ୟକତା ଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri