ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଗଛ କଟା ନେଇ ଅସନ୍ତୋଷ

ଖଇରା, ୨ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ସୋର ରେଞ୍ଜ ଅଧୀନ ଖଇରା ବ୍ଲକର ଦେଉଳି ଗ୍ରାମ୍ୟ ଜଙ୍ଗଲରୁ ଅବାଧ ଆକାଶିଆ ଗଛ କାଟିବା ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।
ଅମ୍ପନ ବାତ୍ୟାରେ କିଛି ଗଛ ଭାଙ୍ଗି ପଡିବା ପରେ ଏହି ଆଳରେ ସୋର ରେଞ୍ଜ ଅଫିସ ତରଫରୁ ୧୬୫ଟି ଗଛ କାଟିବାକୁ ବନ ଉନ୍ନୟନ ନିଗମକୁ ଦାୟିତ୍ୱ ଦିଆଯାଇଥିଲା ା ହେଲେ ୭ଦିନ ହେଲା ଅବାଧରେ ଗଛ କଟା ଚାଲିଛି ା ଏଭଳି ନିଷ୍ପତ୍ତିକୁ ପୂର୍ବତନ ସରପଞ୍ଚ ଉପେନ୍ଦ୍ର ସାହୁ ତଥା ଗ୍ରାମ୍ୟ ଜଙ୍ଗଲ କମିଟିର ସଭ୍ୟ ନରେନ୍ଦ୍ର ଶିଅଳ ଓ ରତ୍ନାକର ସାମଲ ତୀବ୍ର ବିରୋଧ କରିଛନ୍ତି ା ଖୁବ୍‌ଶୀଘ୍ର ଗ୍ରାମବାସୀ ମୁଖ୍ୟମନ୍ତ୍ରୀ, ଜିଲାପାଳଙ୍କୁ ଜଣାଇବେ ବୋଲି କହିଛନ୍ତି ା ଏ ସମ୍ପର୍କରେ ରେଞ୍ଜର ବବିତା ସୋରେନଙ୍କୁ ପଚରାଯିବାରୁ ଗ୍ରାମ କମିଟି ତରଫରୁ ରିଜୋଲ୍ୟୁଶନ ଦିଆଯିବା ପରେ ବନବିଭାଗ ଗଛ କାଟିବାକୁ ଅନୁମତି ଦେଇଛି ା ଏଥିରେ କୌଣସି ଅନିୟମିତତା ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସର୍ତ୍ତରେ ଅନଶନ ଭାଙ୍ଗିଲେ ସୋନମ ୱାଙ୍ଗଚୁକ: ମାନିବାକୁ ସରକାର ଦେଲେ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୨୪।୭: ପରିବେଶବିତ୍‌ ସୋନମ ୱାଙ୍ଗଚୁକ ଜନ୍ତର ମନ୍ତରରେ ଅନଶନ ମାଧ୍ୟମରେ ଶିକ୍ଷା ବ୍ୟବସ୍ଥା ସଂସ୍କାର ପାଇଁ ଏକ ଅଭିଯାନ ଆରମ୍ଭ କରିଥିଲେ। ସେ ୨୩ ଜୁଲାଇରେ ତାଙ୍କର…

ଗଣତନ୍ତ୍ର ବିରୋଧୀ ଭାବନା

ବିଂଶ ଶତାବ୍ଦୀର ରାଜନୈତିକ ବିପର୍ଯ୍ୟୟଗୁଡ଼ିକରୁ ମିଳିଥିବା ଏକ ପ୍ରମୁଖ ଶିକ୍ଷା ଆପାତତଃ ବିରୋଧାଭାସପୂର୍ଣ୍ଣ ମନେହୁଏ। ତାହା ହେଉଛି, ଯେଉଁମାନେ ଗଣତାନ୍ତ୍ରିକ ବ୍ୟବସ୍ଥାକୁ ଚତୁରତାର ସହ ବ୍ୟବହାର କରି…

ଏହି ପ୍ରସଙ୍ଗରେ ଜବାବ ରଖିଲେ ନବୀନ-ପାଣ୍ଡିଆନ୍‌: ରାଜନୈତିକ ଉଦ୍ଦେଶ୍ୟ…

ଭୁବନେଶ୍ୱର,୨୪।୭(ତ୍ରିନାଥ ମହାନ୍ତି):ତତ୍କାଳୀନ ୫ଟି ସଚିବ ଥିବା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟରରେ ବୁଲିବା ଖର୍ଚ୍ଚ ମାମଲାରେ କୋର୍ଟରେ ଜବାବ ରଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନ।…

ପୂର୍ବତନ ଆଇଏଏସ୍‌ ଅଫିସର ଉପେନ୍ଦ୍ରଙ୍କୁ ହାଜିରା ନୋଟିସ

ଭୁବନେଶ୍ୱର,୨୪।୭ (ସୁନିତ୍‌ ମିଶ୍ର):: ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାକାଣ୍ଡ ଏବଂ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ସମ୍ପର୍କିତ ତଦନ୍ତ ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଚୋରି ଘଟଣାକୁ ନେଇ ଜଣକ…

ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଆଜି ବାହୁଡ଼ିବେ ଦାରୁବିଗ୍ରହ

ପୁରୀ,୨୪ା୭(ଅଜିତ୍‌ କୁମାର ମହାନ୍ତି): ଦାରୁବିଗ୍ରହମାନେ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶୁକ୍ରବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖରେ ତିନିରଥ ପ୍ରସ୍ତୁତ…

ସପ୍ତାହେ ଯାଏ ଛେଚିବ: ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୪ା୭ (ବନ୍ଦନା ସେଠୀ):ସମୁଦ୍ର ପତ୍ତନରେ ଜାରି ରହିଥିବା ଟ୍ରଫ୍‌ ଲାଇନ୍‌ ପ୍ରଭାବରେ ରାଜ୍ୟରେ ଆହୁରି ସପ୍ତାହେ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ନେଇ ସମ୍ଭାବନା ରହିଛି। ସେହିପରି…

ପେପର ଲିକ୍‌ ମାମଲାରେ ସରକାରଙ୍କ ପକ୍ଷରୁ ବଡ଼ ଧରଣର ଅଦଳବଦଳ: ଶିକ୍ଷା ମନ୍ତ୍ରଣାଳୟରୁ ହଟିଲେ…

ନୂଆଦିଲ୍ଲୀ,୨୪।୭: ଜନ୍ତର ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଧରଣର ଅଦଳବଦଳ କରାଯାଇଛି। କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। କ୍ୟାବିନେଟର…

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri