ଗ୍ରୀଲ୍‌ ଭାଙ୍ଗି ଟଙ୍କା, ସୁନା ଲୁଟ୍‌

ରାଇରଙ୍ଗପୁର,୨ା୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଧୀନ ବିକାଶନଗର ବସ୍ତି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଗ୍ରୀଲ ଭାଙ୍ଗି ମଙ୍ଗଳବାର ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୪ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ଗୃହ ମାଲିକ ଛୋଟରାୟ ଟୁଡୁଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା(ନଂ.୧୧୮/୧୯) ରୁଜୁ କରି ତଦନ୍ତ ଜାରି ରଖିଛି। ଛୋଟରାୟ ଶୋଇଥିବା ବେଳେ ଦୁର୍ବୃତ୍ତମାନେ ବିଳମ୍ବିତ ରାତିରେ ତାଙ୍କ ଘରେ ପଶି ଲୁଟପାଟ କରିଥିଲେ। ଟାଉନ ଥାନା ଅଧିକାରୀ ରଞ୍ଜନ କୁମାର ସେଠୀ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri