Posted inଫୁରସତ

ଗ୍ରୀଷ୍ମରୁ ରକ୍ଷା ପାଇବାକୁ ବସ୍‌ ଛାତରେ ବଗିଚା କଲେ ଡ୍ରାଇଭର

ଦିନକୁ ଦିନ ବିଶ୍ୱ ତାପମାତ୍ରାରେ ପରିବର୍ତ୍ତନ ହେବାରେ ଲାଗିଛି। ଗ୍ରୀଷ୍ମର ପ୍ରବାହ ଏତେ ବଢି ଯାଇଛି ଯେ ଅନେକ ସହରରେ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ତେବେ ସିଙ୍ଗାପୁରରେ ଲୋକେ ଗରମରୁ ରକ୍ଷା ପାଇବା ପାଇଁ ଏବେ ଏଠାକାର ବସ୍‌ ଉପରେ ବଗିଚା କରାଯାଉଛି। ଜଣେ ଡ୍ରାଇଭର ପ୍ରଥମେ ଏମିତି ଅଭିନବ ଉପାୟ ଆପଣାଇ ଆସିଥିଲେ ଚର୍ଚ୍ଚାକୁ। ଏହାପରେ ଏବେ ଅନ୍ୟ ବସ୍‌ ଗୁଡିକରେ ମଧ୍ୟ ଏମିତି ବଗିଚା କରାଯାଇଥିବା ଦେଖାଯାଇଛି। ଏହାଦ୍ୱାରା ବସ୍‌ ଭିତରର ତାପମାତ୍ରା ୪-୫ ଡିଗ୍ରୀ କମ୍‌ ହେଉଥିବା କୁହାଯାଉଛି। ଏହାସହ ତେଲ ଖର୍ଚ୍ଚ ମଧ୍ୟ ୧୫-୨୦ ପ୍ରତିଶତ କମ୍‌ ହୋଇଛି। କାରଣ ବସ୍‌ ଉପରେ ବଗିଚା କରିବା ଫଳରେ ଭିତରେ ଆଉ ଶୀତତାପ ନିୟନ୍ତ୍ରୀତ ମେଶିନ୍‌ ଚଲାଇବାକୁ ପଡୁନି। ଏଥିପାଇଁ ଗୋଟିଏ ବସ୍‌ ପିଛା ୧୦ ହଜାର ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୪ଟି ବସ୍‌ରେ ଏଭଳି ବ୍ୟବସ୍ଥା କରାଯାଇଛି। ଯଦି ଏହା ସଫଳ ହେବ ତେବେ ଆହୁରି ପାଖାପାଖି ୪ଶହ ବସ୍‌ରେ ଏଭଳି ବଗିଚା କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

TMCରେ ବଡ଼ ବିଦ୍ରୋହ! ପତ୍ନୀଙ୍କୁ ED ସମନର ଦିନକ ପରେ ମମତାଙ୍କ ହାତ ଛାଡ଼ିଲେ ମଦନ ମିତ୍ର

କୋଲକାତା,୧୫।୭: ପଶ୍ଚିମବଙ୍ଗର ରାଜନୀତିରେ ହଲଚଲ୍ ଦେଖାଯାଉଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିଶ୍ୱସ୍ତ ସହଯୋଗୀ ମଦନ ମିତ୍ର, ବିଦ୍ରୋହୀ ନେତା ଋତବ୍ରତ ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ଗୋଷ୍ଠୀରେ…

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri