Posted inଫୁରସତ

ଗ୍ରୀସ୍‌ ଫେରିବ ହଜାରେ ବର୍ଷର ଗ୍ରନ୍ଥ

ଏଥେନ୍ସ: ଦୀର୍ଘ ୧୦୦ ବର୍ଷ ପରେ ହଜାରେ ବର୍ଷର ପୁରୁଣା ଗ୍ରନ୍ଥକୁ ଫେରି ପାଇବ ଗ୍ରୀସ୍‌। ବିଶ୍ୱ ଯୁଦ୍ଧ ସମୟରେ ଏହି ଗ୍ରନ୍ଥକୁ ବୁଲ୍‌ଗେରିଆ ଆର୍ମି ଏହାକୁ ଚୋରି କରି ନେଇଥିଲା। ୧୯୧୭ରେ ଗ୍ରୀସ୍‌ରୁ ୪ ଶହରୁ ଊର୍ଦ୍ଧ୍ୱ ଗ୍ରନ୍ଥ ଚୋରି ହୋଇଥିଲା। ସୂଚନାଯୋଗ୍ୟ ଏହି ହଜାରେ ବର୍ଷର ଗ୍ରନ୍ଥ ବିଶ୍ୱର ସବୁଠାରୁ ପୁରୁଣା ଗ୍ରନ୍ଥ। ଦଶମ ଶତାବ୍ଦୀ ସମୟରେ ଏହାର ରଚନା କରାଯାଇଥିବା ଜଣାପଡ଼ିଛି। ସାଉଥର୍ନ ଇଟାଲୀରେ ଏହାକୁ ଲେଖା ଯାଇଥିବାବେଳେ ଚତୁର୍ଦ୍ଦଶ ଏବଂ ପଞ୍ଚଦଶ ଶତାବ୍ଦୀ ବେଳକୁ ଏହି ଗ୍ରନ୍ଥ ନର୍ଦନ ଗ୍ରୀସ୍‌ ଅଣାଯାଇଥିଲା। ଗ୍ରନ୍ଥ ଚୋରି କରାଯିବା ପରେ ଏହାକୁ ୟୁରୋପୀୟ ଦେଶରେ ଅନେକ ଥର ବିକ୍ରି କରାଯାଇଥିଲା। ବର୍ତ୍ତମାନ ସମୟରେ ହଜାର ବର୍ଷର ଏହି ପୁରାତନ ଗ୍ରନ୍ଥ ଆମେରିକାର ସଂଗ୍ରହାଳୟରେ ରଖାଯାଇଛି। ପୁରାତନ ଗ୍ରନ୍ଥ ଗ୍ରୀସ୍‌ ଫେରିଆସୁ ବୋଲି ଅର୍ଥୋଡକ୍ସ ଧର୍ମଗୁରୁମାନେ ଚାହୁଁଥିଲେ।
ଆମେରିକା ସଂଗ୍ରହାଳୟରେ ଥିବା ପୁରାତନ ଗ୍ରନ୍ଥକୁ ସ୍ବସ୍ଥାନକୁ ଫେରାଇବା ପାଇଁ ୨୦୧୫ରେ ଗ୍ରୀସ୍‌ ଚର୍ଚ୍ଚ ପକ୍ଷରୁ କୁହାଯାଇଥିଲା। ୨୦୨୦ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା ହେବା ପରେ ୨୦୨୨ ସେପ୍ଟେମ୍ବର ୨୯ରେ ଏହାକୁ ଗ୍ରୀସ୍‌ ଫେରାଇ ଦିଆଯିବ ବୋଲି ଆମେରିକା ସଂଗ୍ରହାଳୟ ପକ୍ଷରୁ କୁହାଯାଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯାତ୍ରୀମାନଙ୍କ ପାଇଁ ଖୁସି ଖବର! ଟ୍ରେନ ଟିକେଟ୍‌ରେ ୭୫% ପର୍ଯ୍ୟନ୍ତ ରିହାତି, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍‌ଲୀ,୧୮।୬: ଭାରତୀୟ ରେଳବାଇ (Indian Railways) ଦେଶର ପ୍ରତ୍ୟେକ ବର୍ଗର ଲୋକଙ୍କ ପାଇଁ ଯାତ୍ରାକୁ ସହଜ, ସୁରକ୍ଷିତ ଏବଂ ଶସ୍ତା କରିବା ପାଇଁ କ୍ରମାଗତ ଭାବେ ପ୍ରୟାସ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଇରାନ-ଆମେରିକା ଡିଲ୍‌ରେ ପାକିସ୍ତାନର ନାଁ: ଖୁସିରେ ଗଦ୍‌ଗଦ୍‌ ଶେହବାଜ ସରିଫ, କହିଲେ- ‘ମୋ ମଧ୍ୟସ୍ଥତାରେ…’

ନୂଆଦିଲ୍ଲୀ, ୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତି ସ୍ବାକ୍ଷରିତ ହୋଇଛି। ଏହି ଡିଲ (ଚୁକ୍ତି) ହେବା ପରେ ପାକିସ୍ତାନ ମଧ୍ୟ ମଧ୍ୟସ୍ଥତାର ଶ୍ରେୟ (କ୍ରେଡିଟ)…

ଆପଲପ୍ରେମୀଙ୍କୁ ଲାଗିବ ଝଟକା, ମହଙ୍ଗା ହେବ ଆଇଫୋନ! ସିଇଓ କହିଲେ…

ନୂଆଦିଲ୍ଲୀ,୧୮।୬: ବର୍ତ୍ତମାନ ସମୟରେ ଯୁବପିଢ଼ିଙ୍କ ମଧ୍ୟରେ ଆଇଫୋନର କ୍ରେଜ ଦେଖିବାକୁ ମିଳୁଛି । ଏହାରି ଭିତରେ ଆପଲ ସିଇଓ ଟିମ୍ କୁକ୍ ଏକ ବଡ଼ ଘୋଷଣା କରିଛନ୍ତି…

G7 ସମ୍ମିଳନୀରେ ମୋଦିଙ୍କୁ ନେଇ ଏମିତି କ’ଣ କହିଲେ ଟ୍ରମ୍ପ? ହସି ହସି ବେଦମ ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୮।୬: ଫ୍ରାନ୍ସର ଏଭିଆନଠାରେ ଅନୁଷ୍ଠିତ ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦ୍ୱିପାକ୍ଷିକ ବୈଠକ ଅବସରରେ ଟ୍ରମ୍ପ…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

ପାଣିପାଗ ବିଭାଗର ସୂଚନା, ବର୍ଷା ନେଇ ଏହି ୨୧ ଜିଲାକୁ ୱାର୍ନିଂ

ଭୁବନେଶ୍ୱର,୧୮।୬(ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଛୁଇଁବ। ତେବେ ମୌସୁମୀ ଓ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri