ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ: ୧୨ ବଖରା ଜଳିଗଲା

ହାଟଡିହୀ,୩୦।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାବଳେଶର ପଞ୍ଚାୟତ ଡିମିରିଆ ଗ୍ରାମରେ ଗୁରୁବାର ରାତିରେ ଗ୍ୟାସ ଟାଙ୍କି ଫାଟି ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁବାଷ ପ୍ରଧାନ, ଲକ୍ଷ୍ମଣ ପ୍ରଧାନ, ଖଗେଶ୍ୱର ପ୍ରଧାନ ଓ ସୁରେନ୍ଦ୍ର ପ୍ରଧାନଙ୍କର ୧୨ ବଖରା ଘର ଜଳିଯାଇଛି।
ପ୍ରକାଶ ଯେ, ସୁବାଷଙ୍କ ଘରକୁ ଲାଗି ତାଙ୍କର ଏକ ଦୋକାନ ରହିଛି। ଘରେ ଗ୍ୟାସ ଯୋଗେ ରୋଷଇ ଚାଲୁଥିବା ବେଳେ ଦୋକାନରେ ଥିବା ପେଟ୍ରୋଲ ନିଆଁ ସଂସ୍ପର୍ଶରେ ଆସିବାରୁ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ହାଟଡିହୀ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏଥିରେ ସୁବାଷ ଝିଅ ବାହାଘର ପାଇଁ ରଖିଥିବା ସମସ୍ତ ଘରକରଣା ଜିନିଷ ଓ ନଗଦ ଦେଢ଼ ଲକ୍ଷ ଟଙ୍କା ପୋଡି ପାଉଁଶ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବୋହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?