ଗ୍ୟାସ ଟାଙ୍କି ଫାଟି ମା’, ପୁଅ ଗୁରୁତର

ଭବାନୀପାଟଣା,୧୩।୪(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଭବାନୀପାଟଣା ସହର ରାମସାଗର ପଡାରେ ପୋଲିସ ଏଏସ୍‌ଆଇ ଟଙ୍କଧର ଜାଲଙ୍କ ରୋଷେଇ ଘରେ ନୂତନ ଗ୍ୟାସ ରେଗୁଲେଟର ସଂଯୋଗ କରୁଥିବାବେଳେ ସୋମବାର ମଧ୍ୟାହ୍ନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗଁୁ ଟାଙ୍କି ଫାଟିଯାଇଥିଲା। ଏହି ସମୟରେ ଘଟଣାସ୍ଥଳରେ ଉପସ୍ଥିତ ଏସଆଇ ଜାଲଙ୍କ ସ୍ତ୍ରୀ ଉପତ୍ଲା ଓ ପୁଅ ଆଶିଷ ଗୁରୁତର ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଭବାନୀପାଟଣା ଜିଲା ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ଘଟଣାସ୍ଥଳକୁ ସ୍ଥାନୀୟ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri